Home ରାଜ୍ୟ ଦୁଇ ଦିନିଆ ନବରଙ୍ଗପୁର ଗସ୍ତରେ ଯିବେ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ

ଦୁଇ ଦିନିଆ ନବରଙ୍ଗପୁର ଗସ୍ତରେ ଯିବେ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ

by interviewtimes
24 views
0
(0)

5T ସଚିବ ଭି.କେ ପାଣ୍ଡିଆନ ଆଜିଠୁ ଦୁଇଦିନିଆ ନବରଙ୍ଗପୁର ଜିଲ୍ଲା ଗସ୍ତରେ ଯିବେ । ଜୟପୁର ଏୟାରପୋର୍ଟରେ ପହଞ୍ଚି ନବରଙ୍ଗପୁର ଯିବେ ଫାଇଭଟି ସଚିବ । ପ୍ରଥମେ ସର୍କିଟ ହାଉସରେ ଜିଲ୍ଲାର ବିଭିନ୍ନ ସାମାଜିକ ସଙ୍ଗଠନ ଓ ବିଭିନ୍ନ ସମ୍ପ୍ରଦାୟର ଦାବି ସମ୍ପର୍କରେ ଆଲୋଚନା କରିବେ ।
ଟିରଲି ଆମଗୁଡ଼ାଠାରେ ଅନ୍ମେସା ହଷ୍ଟେଲକୁ ଯାଇ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବା ସହ ରାତ୍ରୀ ଭୋଜନ କରିବା କାର୍ଯ୍ୟକ୍ରମ ରହିଛି ।

ସେହିପରି ଆସନ୍ତକାଲି ବିଭିନ୍ନ ଦର୍ଶନୀୟ ସ୍ଥାନ ସହ ଉନ୍ନୟନ ପ୍ରକଳ୍ପର ଅନୁଧ୍ୟାନ କରିବେ ଫାଇଭ-ଟି ସଚିବ ।ସେନେଇ ଆଲୋଚନା କରିବେ। ପରେ ନବରଙ୍ଗପୁରର ଅଧିଷ୍ଠାତ୍ରୀ ଦେବୀ ମା’ ଭଣ୍ଡାର ଘରଣୀଙ୍କ ଦର୍ଶନ କରିବେ ଫାଇଭ-ଟି ସଚିବ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

You may also like

Leave a Comment