ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍ ଅଧିକାରୀସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ସରକାର ନିକୁଞ୍ଜ ବିହାରୀ ଧଳଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତି ଦେଇଛନ୍ତି। ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ସୁଶୀଲ କୁମାର ଲୋହାନୀଙ୍କୁ ଅବକାରୀ ବିଭାଗର ଅତିରିକ୍ତ ଦାୟିତ୍ବ ମିଳିଛି।…
ରାଜ୍ୟ
ଓଡ଼ିଶା ଜିପିଏଲଏଫ ମିଶନ ଶକ୍ତି କର୍ମୀ ସାମୁଖ୍ୟ ଅଧ୍ୟକ୍ଷ ସୁବାସ ସିଂଙ୍କ ନେତୃତ୍ୱରେ ଦାବି ଉପସ୍ଥାପନ କରିବା ସହ ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନଙ୍କୁ ଏନେଇ ବିଚାର କରିବାକୁ ଅନୁରୋଧ କରିଛନ୍ତି । ସ୍ଥାୟୀ ନିଯୁକ୍ତି, ପାରିଶ୍ରମିକ ଓ ଗସ୍ତ…
ଆସୁଛି ଆଉ ଏକ ପଶ୍ଚିମାଝଡ । ଯାହା ପ୍ରଭାବରେ ରାଜ୍ୟରେ ଆସନ୍ତା ୨୬ ତାରିଖରୁ ଝଡ-ପବନ ସହ ବର୍ଷା ହେବ । ୨୬ରୁ ରାଜ୍ୟରେ ପଶ୍ଚିମା ଝଡ-ପ୍ରଭାବରେ ବିଜୁଳି ଘଡଘଡି ସହ ବର୍ଷା ଏବଂ ଝଡ-ପବନ ହେବାର ସମ୍ଭାବନା ରହିଛି ।…
ବଦଳିଛି ଆଦିଶକ୍ତିପୀଠ ତାରାତାରିଣୀର ରୂପରେଖ । 5T ରୂପାନ୍ତରଣ କାର୍ଯ୍ୟକ୍ରମରେ ଏହା ସମ୍ଭବ ହେଉଛି। ଗଞ୍ଜାମ ଜିଲ୍ଲା ଋଷିକୂଲ୍ୟା ନଦୀତଟ ରତ୍ନଗିରି ପାହାଡ଼ ଶୀର୍ଷରେ ରହିଛି ମା’ଙ୍କ ଆସ୍ଥାନ । ଗତବର୍ଷ ମେ’ ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର…
BHS ମାନ୍ୟତା ମିଳିଲା ଗନ୍ଧମାର୍ଦ୍ଦନ ପର୍ବତକୁ ।ଗନ୍ଧମାର୍ଦ୍ଦନ ପର୍ବତକୁ ମିଳିଲା BHS ମାନ୍ୟତା୫୦୦ ପ୍ରଜାତିର ପ୍ରାଣୀଙ୍କ ଅଭୟସ୍ଥଳୀ ହେଉଛି ଗନ୍ଧମାର୍ଦ୍ଦନ । ତନ୍ମଧ୍ୟରେ ଅଛନ୍ତି ୪୩ ପ୍ରକାର ସ୍ତନ୍ୟପାୟୀ, ୧୬୧ ପ୍ରକାର ପକ୍ଷୀ, ୪୪ ପ୍ରକାର ସରୀସୃପ, ୧୧୮ ପ୍ରକାର ଉଭୟଚର,…
BPUT ର ନୂଆ ଭିସି ହେଲେ ପ୍ରଫେସର ଅମୀୟ କୁମାର ରଥ ପ୍ରଫେସର ଅମୀୟ କୁମାର ରଥ ବିଜୁ ପଟ୍ଟନାୟକ ଟେକ୍ନୋଲୋଜି ୟୁନିଭରସିଟି (BPUT)ର ନୂଆ ଭିସି ହୋଇଛନ୍ତି। ପ୍ରଫେସର ଅମୀୟ କୁମାର ରଥଙ୍କ ନିଯୁକ୍ତକୁ ମଞ୍ଜୁରୀ ଦେଇଛନ୍ତି ରାଜ୍ୟପାଳ ପ୍ରଫେସର…
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୬ ତାରିଖରେ ଗଞ୍ଜାମ ଜିଲ୍ଲା ଗସ୍ତ କରିବେ। ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ଗସ୍ତ ଅବସରରେ ସମଗ୍ର ଜିଲ୍ଲା ଚଳଚଞ୍ଚଳ ହୋଇଉଠିଛି। ଗଞ୍ଜାମ ଜିଲ୍ଲାବାସୀ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଉତ୍ସାହିତ ଥିବାବେଳେ ତାଙ୍କୁ ଏହି କାର୍ଯ୍ୟକ୍ରମରେ ଭବ୍ୟ ସ୍ୱାଗତ…
ରାଜ୍ୟ ବିଜେପିର ମଙ୍ଗ ସମ୍ଭାଳିବେ ମନମୋହନ। ନୂଆ ବିଜେପି ରାଜ୍ୟ ସଭାପତି ହେଲେ ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ । ମନମୋହନଙ୍କୁ ନିଯୁକ୍ତି ଦେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ସମୀର ମହାନ୍ତିଙ୍କ ସ୍ଥାନ ନେଲେ ମନମୋହନ ସାମଲ । ମନମୋହନ ପୂର୍ବରୁ ମଧ୍ୟ…