,

କେତେ ରହିଛି ସୁନା ଦର ?

0
(0)

ବଢିଲା ସୁନା ଦର । ଘରୋଇ ବଜାରରେ ସୁନା ଦର ୧୦ ଗ୍ରାମ ପ୍ରତି ୬୪ ହଜାର ପାର୍ କରିଛି ଯାହା ମାସର ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି ଅନ୍ତର୍ଜାତୀୟ ବଜାରରେ ସୁନା ଦର ବଢୁଥିବାରୁ ଘରୋଇ ବଜାରରେ ଦର ବଢୁଛି କ୍ୟାରେଟର ୧୦ ଗ୍ରାମ ସୁନା ୬୪ ହଜାର ୨ଶହ ଟଙ୍କା ହୋଇଛି ସେହିପରି୨୨ କ୍ୟାରେଟ୍ ୧୦ ଗ୍ରାମ ସୁନାର ଦାମ୍ ୫୮ ହଜାର ୮୫୦ ଟଙ୍କା ହୋଇଛି ବିବାହ ଋତୁ ଆରମ୍ଭରୁ ବଢିଛି ସୁନା ଦର ଅନ୍ୟ ପଟେ ହମାସ ଏବଂ ଇସ୍ରାଏଲ ଯୁଦ୍ଧ ଅନ୍ତର୍ଜାତୀୟ ସ୍ତରରେ ସୁନା ଦର ବୃଦ୍ଧିର ଅନ୍ୟ ଏକ କାରଣ ପାଲିଟିଛି ଆଜି ଭୁବନେଶ୍ବରରେ ଏବଂ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନା ଦର ୬୪ ହଜାର ୨୦୦ ଟଙ୍କା ରହିଥିବା ବେଳେ କୋଲକାତାରେ ୬୫ ହଜାର ୨୯୦ ଟଙ୍କା , ଚେନ୍ନାଇରେ ୬୫ ହଜାର ୧୮୦, ଦିଲ୍ଲୀରେ ୬୪ ହଜାର ୨୦୦ ଟଙ୍କା ରହିଛି

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

Subscribe to our Newsletter

Leave a Comment