Home ରାଜ୍ୟ ଆସନ୍ତାକାଲି ଧର୍ମଘଟରେ ସାମିଲ ହେବନି ଡ୍ରାଇଭର ସଂଘ

ଆସନ୍ତାକାଲି ଧର୍ମଘଟରେ ସାମିଲ ହେବନି ଡ୍ରାଇଭର ସଂଘ

by interviewtimes
121 views
0
(0)

ଆସନ୍ତାକାଲିଠାରୁ ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ ଅଖ, ଚକ ବନ୍ଦ ଓ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଡାକରା ଦେଇଥିବା ବେଳେ ଆସନ୍ତାକାଲି ଧର୍ମଘଟରେ ସାମିଲ ହେବନି ଘରୋଇ ବସ୍ ମାଲିକ ସଂଘ ।

ରାଜ୍ୟର ସମସ୍ତ ରୁଟରେ ଘରୋଇ ବସ୍ ଗଡ଼ିବ। ଏନେଇ ନେଇ ଆଭିମୁଖ୍ୟ ସ୍ପଷ୍ଟ କରିଛି ଘରୋଇ ବସ୍ ମାଲିକ ସଂଘ ।ଘରୋଇ ବସ୍ ମାଲିକ ସଂଘ ଯାତ୍ରୀବାହୀ ବସ୍ ଚଳାଚଳ କରିବାକୁ ନିଷ୍ପତ୍ତି ନେଇଛି।

କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ପୁଲିସ୍କୁ ସ୍ଥିତି ଉପରେ ନଜର ରଖିବାକୁ ସଂଘ ଅନୁରୋଧ କରିଛି। ଡିଜିପି ମଧ୍ୟ ସେମାନଙ୍କୁ ନିର୍ଭୟରେ ଯାତ୍ରୀବାହୀ ବସ୍ ଚଳାଚଳ କରିବାକୁ କହିଥିବା ଜଣାପଡ଼ିଛି।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

You may also like

Leave a Comment