ରାଜ୍ୟ
June 28, 2022
92

ଶାନ୍ତିଶୃଙ୍ଖଳା ସହ କିଭଳି ରଥଯାତ୍ରା ଅନୁଷ୍ଠିତ ସେ ନେଇ ପୁରୀରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । କରୋନା ମହାମାରୀ ଯୋଗୁଁ ଦୁଇ ବର୍ଷ ହେଲା ଭକ୍ତ ବଡ଼ଦାଣ୍ଡକୁ ଯାଇ ଦେଖି ପାରିନଥିଲେ ରଥଯାତ୍ରା।
ଏଥର ମହାପ୍ରଭୁଙ୍କ ଘୋଷଯାତ୍ରାରେ ସାମିଲ ହେବେ ଶ୍ରଦ୍ଧାଳୁ । ଟ୍ରାଫିକ ନିୟମ ପାଳନ କରିବାକୁ ପୁରୀ ତଥା ବାହାରୁ ଆସୁଥିବା ଶ୍ରଦ୍ଧାଳୁଙ୍କୁ ଅନୁରୋଧ କଲେ ଡିଜିପି ।
ରଥଯାତ୍ରା ପାଇଁ ପୁରୀରେ ୧୮୦ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ ।