ଗର୍ଭଗୃହରେ ହେଲା ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା
ଗର୍ଭଗୃହରେ ପ୍ରତିଷ୍ଠା ହୋଇଛନ୍ତି ଶ୍ରୀରାମ ଲଲା । ଶୁଭ ମୁହୂର୍ତ୍ତରେ ମନ୍ତ୍ରପାଠ ସହ ହୋଇଛି ପ୍ରଭୁଙ୍କ ପ୍ରତିଷ୍ଠା । ସବୁ ଅପେକ୍ଷାର ଅବସନା ଘଟିଛି ।
ପ୍ରଧାନମନ୍ତ୍ରୀ ମୋଦୀଙ୍କ ଯଜମାନରେ ଏହା ସମ୍ପନ୍ନ ହୋଇଛି । ସୁନା ବେଶରେ ରାମଲଲାଙ୍କ ମନୋରମ ଛବି ମନ ମୋହୁଛି । ପ୍ରଥମେ ପବିତ୍ର ସରଯୁ ନଦୀରେ ସ୍ନାନ ତର୍ପଣ ପରେ ପୂର୍ବ ଦିଗରେ ମନ୍ଦିର ମଧ୍ୟକୁ ପ୍ରବେଶ କରିବା ପରେ ଅରମ୍ଭ ହୋଇଥିଲା ପ୍ରାଣ ପ୍ରତିଷ୍ଠା ରୀତିନୀତି ।
ଆରଏସଏସ୍ ମୁଖ୍ୟ ମୋହନ ଭାଗବତଙ୍କ ସହ ଯୋଗୀ ଆଦିତ୍ୟନାଥ ଓ ଆନନ୍ଦି ବେନ୍ ମଧ୍ୟ ଗର୍ଭଗୃହରେ ଉପସ୍ଥିତ ଥିଲେ ।
Related posts:
ସଞ୍ଜୟ ରାୟକୁ ମିଳିଲା ଆଜୀବନ ସଜାJanuary 20, 2025
ଦୋଷୀ ସଞ୍ଜୟ ରୟକୁ ଆଜୀବନ ସଜାJanuary 20, 2025
ମହାକୁମ୍ଭରେ ଭୀଷଣ ନିଆଁJanuary 19, 2025
ଜାଣନ୍ତୁ କାହିଁକି ସୈଫ୍ଙ୍କୁ ହେଲା ଆଟାକ୍, ଖୁଲାସା କଲା ମୁମ୍ବାଇ ପୋଲିସ୍January 19, 2025
ବାନ୍ଦ୍ରା ଷ୍ଟେସନରେ ୫ ଘଣ୍ଟା କରିଥିଲା ଅଭିଯୁକ୍ତJanuary 18, 2025
ସଞ୍ଜୟ ରୟଙ୍କୁ ଦୋଷୀ ସାବ୍ୟସ୍ତ କଲେ କୋର୍ଟJanuary 18, 2025