ବେଦବ୍ୟାସ ପୀଠରେ 5T ସଚିବ କଲେ ସମୀକ୍ଷା
ରାଉରକେଲାରେ ପୁରୁଷ ହକି ବିଶ୍ଵକପକୁ ଦୃଷ୍ଟିରେ ରଖି ପ୍ରମୁଖ ତୀର୍ଥସ୍ଥାନ ବେଦବ୍ୟାସର ଉନ୍ନତିମୂଳକ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯାଇଛି । ପାହାଡ଼ରେ କୃତିମ ଝରଣା ନିର୍ମାଣ କରାଯିବା ସହ ବେଦବ୍ୟାସ ମନ୍ଦିର ଚାରିପଟେ ଉନ୍ନତି କରଣ କାର୍ଯ୍ୟ କରାଯାଇଛି ।
ଧାର୍ମିକ ସଭା ପାଇଁ ସମ୍ମିଳନୀ କକ୍ଷ ନିର୍ମାଣ କରାଯାଇଛି ।
ଯାହାର ସମୀକ୍ଷା କରିବାକୁ ପହଞ୍ଚିଛନ୍ତି 5T ସଚିବ ଭି.କେ ପାଣ୍ଡିଆନ । ବେଦବ୍ୟାସ ପର୍ଯ୍ୟଟନ ସ୍ଥଳୀରେ ସାଇକେଲ ଟ୍ରାକ, ପାଦଚଲା ରାସ୍ତା, ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ସହିତ ୧୦ ଫୁଟର ବ୍ୟାସଦେବଙ୍କ ମୂର୍ତ୍ତି ଓ ୮ ଫୁଟର ଗଣେଶଙ୍କ ମୃର୍ତ୍ତି ନିର୍ମାଣ କରାଯାଇଛି ।
ରଙ୍ଗୀନ ଆଲୋକରେ ବେଦବ୍ୟାସ ମନ୍ଦିର ପରିସରକୁ ସଜ୍ଜିତ କରାଯାଇଛି ।
Related posts:
ଆଜି ବି ଖାଡ଼ା ଉପାସରେ ମହାପ୍ରଭୁ ଲିଙ୍ଗରାଜJanuary 15, 2025
ବିସ୍କୁଟ ପ୍ୟାକେଟରେ ୪ କୋଟିର ନିଶାJanuary 15, 2025
କେନ୍ଦୁଝର ପାଇଁ ବଡ଼ ଘୋଷଣା , ନିର୍ମାଣ ହେବ ମେଗା ଷ୍ଟିଲ ପ୍ଲାଣ୍ଟJanuary 15, 2025
ଜନସାଧାରଣଙ୍କ ପାଇଁ ଖୋଲିଲା ରାଜଭବନ ଉଦ୍ୟାନJanuary 14, 2025
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀରJanuary 14, 2025
ଚେତାବନୀ ଦେଲେ ଯୋଗାଣ ଅଧିକାରୀଙ୍କୁJanuary 13, 2025