ଭାରତରେ ପହଞ୍ଚିଲେ ଦକ୍ଷିଣ ଆଫ୍ରିକାରୁ ଆସୁଥିବା ୧୨ ଚିତା
ଭାରତରେ ପହଞ୍ଚିଲେ ଦକ୍ଷିଣ ଆଫ୍ରିକାରୁ ଆସୁଥିବା ୧୨ ଚିତା । ଗ୍ୱାଲିୟରରୁ ତିନୋଟି ହେଲିକପ୍ଟର ଯୋଗେ ୧୨ ଚିତାକୁ କୁନୋ ପାର୍କ ନିଆଯିବ । ମାସେ ଧରି ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କରେ କ୍ୱାରେଣ୍ଟାଇନରେ ରହିବେ ।
ହେଲିକପ୍ଟର ଅବତରଣ ପାଇଁ ୫ଟି ହେଲିପ୍ୟାଡ୍ ତିଆରି କରାଯାଇଛି । ଗ୍ୱାଲିୟର ଆସୁଥିବା ଏହି ଚିତାକୁ ସ୍ୱାଗତ କରିବା ପାଇଁ ବିଶେଷ ପ୍ରସ୍ତୁତି କରାଯାଇଛି । ଚିତାର ଆଗମନ ପାଇଁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, କେନ୍ଦ୍ର ଜଙ୍ଗଲମନ୍ତ୍ରୀ ଭୂପେନ୍ଦ୍ର ସିଂ ଉପସ୍ଥିତ ରହିବେ ।
ଅନ୍ତର୍ଜାତୀୟ ମାନଦଣ୍ଡ ଅନୁସାରେ, ଏହି ଚିତାବାଘ ଗୁଡ଼ିକୁ କୁନୋ ନ୍ୟାଶନାଲ ପାର୍କରେ ମାସେ ଧରି କ୍ୱାରେଣ୍ଟାଇନରେ ରହିବାକୁ ପଡ଼ିବ ।
Related posts:
ରାହୁଲ ଗାନ୍ଧୀଙ୍କୁ ଅଟକାଇଲା ପୋଲିସDecember 4, 2024
ମୁଖ୍ୟମନ୍ତ୍ରୀ ଚୌକିକୁ ଫେରିଲେ ଫଡନବୀସDecember 4, 2024
ସୁଖବୀର ସିଂ ବାଦଲଙ୍କ ଉପରେ ଫାୟାରିଂDecember 4, 2024
ବିଗିଡିଲା ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥାDecember 3, 2024
ଦିଦିଙ୍କ ବିରୋଧରେ ଧର୍ମଘଟକୁ ଓହ୍ଲାଇବ ବ୍ୟବସାୟୀ ସଂଘDecember 3, 2024
AAPରେ ସାମିଲ ହେଲେ UPSCର ଲୋକପ୍ରିୟ ଶିକ୍ଷକ ଅବଧ ଓଝାDecember 2, 2024