ଭିଜିଲାନ୍ସ ପଞ୍ଝାରେ ଫରେଷ୍ଟ ରେଞ୍ଜ୍ ଅଫିସର ସଂଗ୍ରାମ ମଣିହିରା
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ସୁନ୍ଦରଗଡ଼ ଜିଲ୍ଲା ଉଜ୍ଜ୍ୱଳପୁର ଫରେଷ୍ଟ ରେଞ୍ଜ୍ ଅଫିସର ସଂଗ୍ରାମ ମଣିହିରା।
ଏକକାଳୀନ ସମ୍ବଲପୁର, ବଲାଙ୍ଗିର ଓ ସୁନ୍ଦରଗଡ଼ର ୫ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ।
ସେଥି ମଧ୍ୟରୁ ସମ୍ବଲପୁରର ବୁର୍ଲାରେ ଥିବା ସଂଗ୍ରାମ ମଣିହିରାଙ୍କ ତିନି ମହଲା ଘର, ବଲାଙ୍ଗିର ପୌତୃକ ଘର ଓ ସମ୍ପର୍କୀୟଙ୍କ ଘରେ ରେଡ୍ ହୋଇଛି । ତାସହ ବଲାଙ୍ଗିର, ସୁନ୍ଦରଗଡ଼ର କିଛି ଠିକଣାରେ ଏକକାଳୀନ ହୋଇଛି ଚଢ଼ାଉ ।
Related posts:
ଆଜି ବି ଖାଡ଼ା ଉପାସରେ ମହାପ୍ରଭୁ ଲିଙ୍ଗରାଜJanuary 15, 2025
ବିସ୍କୁଟ ପ୍ୟାକେଟରେ ୪ କୋଟିର ନିଶାJanuary 15, 2025
କେନ୍ଦୁଝର ପାଇଁ ବଡ଼ ଘୋଷଣା , ନିର୍ମାଣ ହେବ ମେଗା ଷ୍ଟିଲ ପ୍ଲାଣ୍ଟJanuary 15, 2025
ଜନସାଧାରଣଙ୍କ ପାଇଁ ଖୋଲିଲା ରାଜଭବନ ଉଦ୍ୟାନJanuary 14, 2025
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀରJanuary 14, 2025
ଚେତାବନୀ ଦେଲେ ଯୋଗାଣ ଅଧିକାରୀଙ୍କୁJanuary 13, 2025