ରାଜ୍ୟ

ରାଜ୍ୟ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ

0
(0)

ବିଧାନସଭାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ ଉପସ୍ଥାପନ କରିଛନ୍ତି। ବ୍ୟୟ ଅଟକଳ ୨ ଲକ୍ଷ ୩୦ ହଜାର କୋଟି ଟଙ୍କା ରହିଛି । ଏଥର ବଜେଟରେ ଅନେକ ନୂଆ ଯୋଜନା ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ।


୧-ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ପାଇଁ ୮୧୧ କୋଟି ।
୨-ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୦ କୋଟିର ବ୍ୟୟବରାଦ ।

୩-ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର କଲ୍ୟାଣ ପାଣ୍ଠି ପାଇଁ ୫୦ କୋଟି ।
୪-ମୁଖ୍ୟମନ୍ତ୍ରୀ ପାୱାର ଡେଭଲପମେଣ୍ଟ ପ୍ରୋଗ୍ରାମ ପାଇଁ ୧୪୪୬ କୋଟି ।
୫-ମୁଖ୍ୟମନ୍ତ୍ରୀ ସଂମ୍ପୂର୍ଣ୍ଣ ପୁଷ୍ଟି ଯୋଜନା ପାଇଁ ୨୫୦ କୋଟି ।
୬-ଆମ ହସ୍ପିଟାଲ ଯୋଜନା ପାଇଁ ୭୫୦ କୋଟିର ବ୍ୟୟ ବରାଦ ।
୭-ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ପୁରସ୍କାର ପାଇଁ ୧୩୯ କୋଟି ।
୮-ଆମ ବସଷ୍ଟାଣ୍ଡ ପାଇଁ ବଜେଟରେ ୧୫୦ କୋଟିର ବ୍ୟବସ୍ଥା ।
୯-ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଉଦ୍ୟୋଗୀ ପାଇଁ ୧୦୦ କୋଟି ।
୯-ବିଦେଶ ବିମାନ ଉଡାଣ ଯୋଜନା ପାଇଁ ୧୦୦ କୋଟିର ବ୍ୟବସ୍ଥା ।
୧୦-ମୁଖ୍ୟମନ୍ତ୍ରୀ ମତ୍ସଜୀବୀ କଲ୍ୟାଣ ଯୋଜନା ପାଇଁ ୨୧୦ କୋଟି ।
୧୧- ବନ ସୁରକ୍ଷା ସମିତି ପାଇଁ ୨୫୦ କୋଟି ବ୍ୟୟ ବରାଦ ।
୧୨-ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ପାଇଁ ୧୨୦ କୋଟି ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE

Leave a Reply

Your email address will not be published. Required fields are marked *