ରୂପାନ୍ତରିତ ହେଵ କୋରାପୁଟ ର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠ
ଓଡ଼ିଶର ୫ଟି ସଚିବ ଭି.କେ. ପାଣ୍ଡିଆନ ଶୁକ୍ରବାର ଦିନ ମଧ୍ୟାହ୍ନରେ ବୈପାରିଗୁଡା ବ୍ଲକର ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ୱର ପୀଠ ଦର୍ଶନ କରିବା ସହିତ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମୀକ୍ଷା କରିଛନ୍ତି l
ପ୍ରଥମେ ସେ ରାମଗିରି ସ୍ଥିତ ଖେଳ ପଡିଆରେ ହେଲିକେପଟର ଯୋଗେ ପହଞ୍ଚିଥିଲେ ସେଠାରେ ତାଙ୍କୁ ସ୍ଥାନୀୟ ବିଡ଼ିଓ ଫୁଲ ତୋଳା ଦେଇ ସ୍ବାଗତଂ କରିଥିଲେ, ପରେ କୋରାପୁଟ ଜିଲ୍ଲାପାଳଙ୍କ ସହିତ ଗୁପ୍ତେଶ୍ୱର ଯାଇ ପରିଦର୍ଶନ କରିଥିଲେ।
ବାବା ଗୁପ୍ତେଶ୍ୱରଙ୍କ ଦର୍ଶନ ସାରି ରାସ୍ତା ଏବଂ ଗୃହ ନିର୍ମାଣ ବିଭାଗ ଦ୍ଵାରା ପ୍ରସ୍ତୁତ ଗୁପ୍ତେଶ୍ୱର ପୀଠର ଉନ୍ନତିକରଣ ସଂପର୍କୀୟ ନକ୍ସା ଦେଖିବା ସହ କାର୍ଯ୍ୟର ସମୀକ୍ଷା କରିଥିଲେ ।
କୋରାପୁଟ ଜିଲ୍ଲାପାଳ ଅବଦୁଲ ଅହମ୍ମଦ ଅକତର ଉପସ୍ଥିତିରେ ରାସ୍ତା ଓ ଗୃହନିର୍ମାଣ ବିଭାଗ, ପୂର୍ତ୍ତ ବିଭାଗ,ଗ୍ରାମ୍ୟ ଜଳଯୋଗାଣ ବିଭାଗ ତଥା ସ୍ବାସ୍ଥ୍ୟ ବିଭାଗର ଅଧିକାରୀଙ୍କ ସହ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଯଥାଶୀଘ୍ର କାର୍ଯ୍ୟ ଶେଷ ପାଇଁ ନିର୍ଦେଶ ଦେଇଥିବା ଜଣା ପଡିଛି
Related posts:
ବର୍ଷାରେ ଭୁଶୁଡ଼ିଲା ଦୁର୍ଗା ପୂଜା ଲାଇଟ ଗେଟ୍October 6, 2024
ବିଜେଡି ନେତାଙ୍କୁ ୨୪ କୋଟି ୨୧ ଲକ୍ଷ ଟଙ୍କାରOctober 6, 2024
ରବିବାରଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀOctober 6, 2024
ଡିସେମ୍ବର ୧୫ରୁ କୋଣାର୍କ ଇକୋ ରିଟ୍ରିଟ୍October 6, 2024
୧୬,୦୦୯ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଦେଲେ ନିଯୁକ୍ତିପତ୍ରOctober 5, 2024
ଭୁବନେଶ୍ଵରରେ କିସ୍ନା ଡାଇମଣ୍ଡ ଆଣ୍ଡ୍ ଗୋଲ୍ଡ ଜୁଏଲାରୀର ପ୍ରଥମ ଏକ୍ସକ୍ୟୁସିଭ ଶୋ’ରୁମ୍ର ଶୁଭାରମ୍ଭOctober 5, 2024