ସାଇବର ଠକେଇର ଶିକାର ହେଲେ ଦୀପାଳି ଦାସ
ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ସାଇବର ଠକେଇର ଶିକାର ହୋଇଛନ୍ତି।
ତାଙ୍କ ଆକାଉଣ୍ଟରୁ ଦେଢ ଲକ୍ଷ ଟଙ୍କା କଟିଯାଇଥିବା ନେଇ ଦୀପାଳି ସମ୍ବଲପୁରର ଅଇଁଠାପାଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ତେବେ ପୋଲିସ ଦୀପାଳିଙ୍କ ଅଭିଯୋଗକୁ କେନ୍ଦ୍ର କରି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।
Related posts:
ପ୍ରୟାଗରାଜ କୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଯୋଗୀଙ୍କ ଆମନ୍ତ୍ରଣDecember 8, 2024
ଆଜି ଚାଷୀ ପାଇବେ ୮ ଶହ ଟଙ୍କାର ଇନପୁଟ୍ ସବସିଡିDecember 8, 2024
ଦେଶର ଦ୍ବିତୀୟ ସର୍ବାଧିକ ପ୍ରଦୂଷିତ ସହର ଅନୁଗୁଳDecember 7, 2024
ବନ୍ଧାହେଲେ ୧୪ ନକଲି ଡାକ୍ତରDecember 6, 2024
ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ରେଳମନ୍ତ୍ରୀDecember 6, 2024
ନବୀନଙ୍କ ବଡ଼ ପ୍ରତିକ୍ରିୟା: ବିଜେଡି ରାଜ୍ୟର ସ୍ବାର୍ଥ ପାଇଁ ଲଢ଼େଇ କରୁଥିଲାDecember 6, 2024