ସାରା ଶର୍ମା ହେଲେ ସିବିଆଇ ଡିଆଇଜି
କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ ସାରା ଶର୍ମା। ସିବିଆଇରେ ଡିଆଇଜି ଭାବେ ସାରା ଶର୍ମାଙ୍କୁ ଦାୟିତ୍ୱ ଦିଆଯାଇଛି। ୫ବର୍ଷ ପାଇଁ ସିବିଆଇରେ ଡିଆଇଜି ଭାବେ ଦାୟିତ୍ୱ ତୁଲାଇବେ। ଏନେଇ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛି କେନ୍ଦ୍ର ଗୃହ ମନ୍ତ୍ରାଳୟ। ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୦୧୦ ଓଡ଼ିଶା କ୍ୟାଡର ଆଇପିଏସ ହେଉଛନ୍ତି ସାରା ଶର୍ମା।