୨୦୨୪ ପାଇଁ ପଦ୍ମଶ୍ରୀ ପୁରସ୍କାର ଘୋଷଣା
୨୦୨୪ ପାଇଁ ସରକାର ପଦ୍ମଶ୍ରୀ ପୁରସ୍କାର ଘୋଷଣା କରିଛନ୍ତି ।ପଶ୍ଚିମବଙ୍ଗ ପୁରୁଲିଆର ଗାଚ୍ ଦାଦୁଙ୍କୁ ପରିବେଶ ସୁରକ୍ଷା କ୍ଷେତ୍ରରେ ଅବଦାନ ପାଇଁ ପଦ୍ମଶ୍ରୀ ମିଳିବ । ପାରମ୍ପାରିକ ଧାନ ବିହନ ଉପରେ ଗବେଷଣା କରୁଥିବା କେଶରଗଡର ସତ୍ୟନାରାୟଣ ବଲେରୀଙ୍କୁ ମିଳିବ ପଦ୍ମଶ୍ରୀ ।
ସେହିଭଳି ଦିବ୍ୟାଙ୍ଗ ପାଇଁ କାମ କରୁଥିବା ସିରସାର ଗୁରୁସିଂଙ୍କୁ ମଧ୍ୟ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନୀତ କରାଯିବ । ଏହି ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ରହିଛନ୍ତି ଗଞ୍ଜାମ ଜିଲ୍ଲାର ଭଜନ ଗାୟକ ଗୋପୀନାଥ ସ୍ୱାଇଁ ।
ବରଗଡର ଲୋକନୃତ୍ୟର ବିଶିଷ୍ଠ କଳାକାର ଭାଗବତ ପ୍ରଧାନଙ୍କୁ ମଧ୍ୟ ପଦ୍ମଶ୍ରୀ ମିଳିବ ।ଅନ୍ୟପଟେ ଦକ୍ଷିଣ ଆଣ୍ଡମାନରେ ଜୈବିକ ପଦ୍ଧତିରେ ଚାଷ ପାଇଁ କେ, ଚେଲ୍ଲାମ୍ମାଲଙ୍କୁ ପଦ୍ମଶ୍ରୀ ମିଳିବ ।
Related posts:
ନବୀନଙ୍କ ବଡ଼ ପ୍ରତିକ୍ରିୟା: ବିଜେଡି ରାଜ୍ୟର ସ୍ବାର୍ଥ ପାଇଁ ଲଢ଼େଇ କରୁଥିଲାDecember 6, 2024
ଭିଜିଲାନ୍ସ ଜାଲରେ ଏସିଏଫ୍December 6, 2024
ଅପହରଣ ପରେ ହତ୍ଯା କଲେ ମାଓବାଦୀDecember 5, 2024
ସର୍ବସାଧାରଣ ସ୍ଥାନରେ ଗୋମାଂସ ବିକ୍ରି ଓ ଖାଇବାରେ କଟକଣାDecember 5, 2024
ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନDecember 5, 2024
ନୌସେନା ଦିବସ ଉଦଘାଟନ କଲେ ରାଷ୍ଟ୍ରପତିDecember 4, 2024