୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହା
କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି।
ଅମିତ ଶାହା ୨୦୨୨ ଅଗଷ୍ଟ ୮ ରେ ଶେଷ ଥର ପାଇଁ ଓଡିଶା ଗସ୍ତ କରିଥିଲେ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି।
ସେ ଲୋକ ସଭା ପ୍ରବାସ କାର୍ଯ୍ୟକ୍ରମ ପାଇଁ ଢେଙ୍କାନାଳ ଏବଂ ଭଦ୍ରକ ଗସ୍ତ କରିବେ।
ସେଠାରେ ବିଭିନ୍ନ ଜନସଭାକୁ ସମ୍ବୋଧନ କରିବା ସହ ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି।
Related posts:
କଟକ ବାଲିଯାତ୍ରାକୁ ମିଳିଲା ‘ଜାତୀୟ ମାନ୍ୟତା’February 6, 2025
୪ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀFebruary 6, 2025
ଆକ୍ସନ ମୋଡରେ ସିଏମଓFebruary 6, 2025
ଟିକେଟ ପାଇଁ ଦଳାଚକଟା, ବାରବାଟୀ କ୍ରିକେଟ ଫିଭରFebruary 5, 2025
ଭିଜିଲାନ୍ସ ପଞ୍ଝାରେ ଜଳସମ୍ପଦ ଅଧିକାରୀFebruary 5, 2025
ଏସ୍ସିବିରେ ହେବ ବୃହତ୍ ଟ୍ରମା ସେଣ୍ଟରFebruary 4, 2025