ଶିକ୍ଷା

ଜାତୀୟ ହସ୍ତତନ୍ତ ଦିବସ ଓ ରକ୍ଷା ବନ୍ଧନ ଉପଲକ୍ଷେ ଅରୁନ୍ଧତୀ ଗ୍ରୁପ ତରଫରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

5
(1)

ଜାତୀୟ ହସ୍ତତନ୍ତ ଦିବସ ଓ ରକ୍ଷା ବନ୍ଧନ ଉପଲକ୍ଷେ ଅରୁନ୍ଧତୀ ଗ୍ରୁପ ତରଫରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

 

ଅରୁନ୍ଧତୀ ବାନ୍ଧକଳା ପକ୍ଷରୁ ଗତ ୭ ଅଗଷ୍ଟ ୨୦୨୫ରିଖ ଜାତୀୟ ହସ୍ତତନ୍ତ ଦିବସ ଓ ରକ୍ଷାବନ୍ଧନ ଉପଲକ୍ଷେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଏହାର ଭୁବନେଶ୍ୱର ଶଖାଠାରେ ଅନୁଷ୍ଠିତ ହୋଇଯାଇଛି |

 

ଏହି କାର୍ଯ୍ୟକ୍ରମରେ NIFT ନିର୍ଦ୍ଦେଶକ ଶ୍ରୀଯୁକ୍ତ ରାଜେଶ ଝା ମୁଖ୍ୟ ଅତିଥି ,ବିଶିଷ୍ଟ ସମାଜସେବୀ ମୀରା ପରିଡା ଓ ଅନୁଶ୍ରୀ ଦାଶ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ | ଏହି ଅବସରରେ ଅତିଥିଗଣ ଅରୁନ୍ଧତୀ ବାନ୍ଧକଳା ଜନପଥ ଠାରେ ନୂଆ ହସ୍ତତନ୍ତ ମେସିନକୁ ଉନ୍ମୋଚନ କରିବା ସହ ବସ୍ତ୍ରବୁଣା ପଦ୍ଧତିକୁ ଅବଲୋକନ କରି ଉପସ୍ଥିତ ବୁଣାକାରମାନଙ୍କ ସହ ବିଚାରବିମର୍ଶ କରିଥିଲେ |

 

ଆମ ପାରମ୍ପରିକ ଓଡ଼ିଆ ହସ୍ତତନ୍ତକୁ ଉନ୍ନତମାନର ସଂସାଧାନ ଯୋଗାଇଦେଇ ସର୍ବୋତ୍ତମ ଉତ୍ପାଦ ପ୍ରସ୍ତୁତ କରାଯାଇପାରିବ ସହ ଏହି ପୁରାତନ କଳାର ସମନ୍ୱୟ ବିକାଶର ତ୍ୱରାନ୍ୱିତ ଅଭିବୃଦ୍ଧି ଏହି ବିଶେଷ ସଂଧ୍ୟାର ମୁଖ୍ୟ ଆଲୋଚିତ ବିଷୟବସ୍ତୁ ଥିଲା | ସମାନ୍ତରାଳ ଭାବେ ଅରୁନ୍ଧତୀ ଜୁଏଲର୍ସ ତରଫରୁ ପ୍ରାକୃତିକ ହୀରାଗହଣାକୁ ନେଇ ଏକ ନୂତନ ସାଧରଣୀକରଣ “MY STORY MY DIAMOND ” କୁ ଏହି ଅବସରରେ ଉନ୍ମୋଚିତ କରାଯାଇଥିଲା | ଏହା ମାଧ୍ୟମରେ ଗ୍ରାହକବନ୍ଧୁଙ୍କ ନିମନ୍ତେ ପ୍ରସ୍ତୁତ ସ୍ୱତନ୍ତ୍ର ୧୦୦୦ରୁ ଉର୍ଦ୍ଧ ହୀରାଗହଣାର ଡିଜାଇନ ଅରୁନ୍ଧତୀର ସମସ୍ତ ଶାଖାମାନଙ୍କରେ ଆକର୍ଷଣୀୟ ଅଫର ମାଧ୍ୟମରେ ଉପଲବ୍ଧ କରାଯାଇଛି |

 

ଅରୁନ୍ଧତୀର ସମସ୍ତ ଶାଖା ମାନଙ୍କରେ ଉପଲବ୍ଧ DIAMOND CHECKING MACHINE ମାଧ୍ୟମରେ ଗ୍ରାହକମାନେ ହୀରାର ମାନକୁ ପରୀକ୍ଷଣ କରାଇପାରିବା ସହ ପ୍ରକୃତ ହୀରା ବିଷୟରେ ଜାଣି ପାରିବେ , ଯାହା ହୀରାଗହଣା କ୍ରୟ କ୍ଷେତ୍ରରେ ଏକ ଆଧୁନିକ ବିଶ୍ୱାସଭରା ସେବା ଯୋଗାଇଦେଇପାରିବ| ଏହି ଅବସରରେ ଅରୁନ୍ଧତୀ ଗୃପର ପରିଚାଳନା ନିର୍ଦ୍ଦେଶକ ଶ୍ରୀଯୁକ୍ତ ବ୍ରହ୍ମାନନ୍ଦ ମେହେର ଉପସ୍ଥିତ ଅତିଥି ମାନଙ୍କୁ ସାଧୁବାଦ ଜଣାଇବା ସହ ନିଜ ଅଭିଭାଷଣରେ ଅରୁନ୍ଧତୀ ବାନ୍ଧକଳା, ଓଡିଶା ହସ୍ତତନ୍ତ ଓ ବୁଣାକାର ସମ୍ପ୍ରଦାୟର ସମନ୍ବିତ ବିକାଶ ଦିଗରେ କାର୍ଯ୍ୟ କରିବା ସହ ଗ୍ରାହକମାନଙ୍କ ନିମନ୍ତେ ସମସ୍ତ ପ୍ରକାର ସମ୍ବଲପୁରୀ ହାଣ୍ଡଲୂମ ସୁଲଭ ମୂଲ୍ୟରେ ଯୋଗାଇଦେବା ସମ୍ବନ୍ଧରେ ପ୍ରକାଶ କରିଥିଲେ ଏବଂ ଗହଣା ଓ ହସ୍ତତନ୍ତ ସୁନ୍ଦରର ଡିଜାଇନରେ ସମନ୍ୱୟୀତାରେ ସଜ୍ଜିତ ଅରୁନ୍ଧତୀ ଶାଖାକୁ ଆମନ୍ତ୍ରଣ କରିଥିଲେ |

 

ଉଲ୍ଲେଖଯୋଗ୍ୟ ବର୍ତ୍ତମାନର ବନ୍ଧନ ଅଫରରେ ଅରୁନ୍ଧତୀ ଦ୍ୱାରା ସମ୍ବଲପୁରୀ ବାନ୍ଧକଳାରେ ପ୍ରସ୍ତୁତ ସ୍ୱତନ୍ତ୍ର ହାଣ୍ଡଲୂମ ଉପରେ ଫ୍ଲାଟ ୧୫% + ୫% ର privilege discount ପ୍ରଦାନ କରାଯାଉଛି ସେହି ଭଳି ଅରୁନ୍ଧତୀ ଜୁଏଲର୍ସ ତରଫରୁ ଉଲ୍ଲିଖିତ ଅଫରରେ ଗ୍ରାହକ ବନ୍ଧୁଙ୍କ ନିମନ୍ତେ ବନ୍ଧନ ଲଞ୍ଚ କରାଯାଇଛି , ଯେଉଁଥିରେ ଜିରୋ ପେମେଣ୍ଟରେ purchase plan ଖୋଲି ପାରିବାର ସୁଯୋଗ ପ୍ରଦାନ କରାଯାଉଛି | ହୀର|ଗହଣାର ପ୍ରତି କ୍ୟାରେଟ ହିରାମୂଲ୍ୟରେ ୨୦,୦୦୦ ଟଙ୍କା flat discount ସହ free gold coins ପ୍ରଦାନ କରାଯାଉଛି |

 

ଏହା ସହିତ premium range ର ସୁନାଗହଣାର ଗଢ଼ାମଜୁରୀରେ ଫ୍ଲାଟ ୫୦% ରିହାତି ଭଳି ଆକର୍ଷଣୀୟ ଅଫର ସୀମିତ ଅବଧି ନିମନ୍ତେ ଅରୁନ୍ଧତୀ ର ସମସ୍ତ ଶାଖା ମାନଙ୍କରେ ଉପଲବ୍ଧ ରହିଛି |

How useful was this post?

Click on a star to rate it!

Average rating 5 / 5. Vote count: 1

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE