ଶିକ୍ଷା

ଫେବୃଆରୀ ୧୮ରୁ ମାର୍ଚ୍ଚ ୨୭ ଯାଏଁ ଯୁକ୍ତ ୨ ପରୀକ୍ଷା

0
(0)

ଫେବୃଆରୀ ୧୮ରୁ ମାର୍ଚ୍ଚ ୨୭ ଯାଏଁ ଅନୁଷ୍ଠିତ ହେବ ଯୁକ୍ତ ୨ ପରୀକ୍ଷା । ଯୁକ୍ତ ଦୁଇ ପରୀକ୍ଷା ପ୍ରସ୍ତୁତି ନେଇ CHSE ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରାଯାଇଛି । ଫେବୃଆରୀ ୧୮ରୁ ମାର୍ଚ୍ଚ ୨୭ ତାରିଖ ଯାଏଁ ଯୁକ୍ତ ୨ ପରୀକ୍ଷା ଅନୁଷ୍ଠିତ ହେବ । ୧୨୭୬ ସେଣ୍ଟରରେ ପରୀକ୍ଷା ଦେବେ ୩,୯୩,୬୧୮ ପରୀକ୍ଷାର୍ଥୀ । ସବୁ ସେଣ୍ଟରରେ ସିସିଟିଭି ବ୍ୟବସ୍ଥା ହୋଇଛି ।ଯୁକ୍ତ ୨ ପରୀକ୍ଷା ସରିବାର ୪୫ ଦିନ ପରେ ରେଜଲ୍ଟ ପ୍ରକାଶ ପାଇବ । ଯେଉଁ ନିୟମ ରହିଛି ସେହି ଅନୁସାରେ ରେଜଲ୍ଟ ବାହାରିବ ବୋଲି କୁହାଯାଇଛି ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE