ରାଜ୍ୟରେ ଆହୁରି ୨୫ଟି ନୂଆ ଅବକାରୀ ଥାନା ଖୋଲିବ
ରାଜ୍ୟରେ ଆହୁରି ୨୫ଟି ନୂଆ ଅବକାରୀ ଥାନା ଖୋଲିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।
ସେ କହିଛନ୍ତି, ଓଡ଼ିଶାର ୧୬ଟି ସ୍ଥାନରେ ଖୋଲିବ ଏହି ଅବକାରୀ ଥାନା ଖୋଲାଯିବ। ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ସବୁ ଅବକାରୀ ଅଧୀକ୍ଷକଙ୍କୁ ଚିଠି ଲେଖାଯାଇଛି।
ଏଥିମଧ୍ୟରୁ କେବଳ ଗଞ୍ଜାମରେ ୬ଟି ନୂଆ ଅବକାରୀ ଥାନା ଖୋଲିବ। ଗଞ୍ଜାମରେ ୩, ବ୍ରହ୍ମପୁରରେ ୩ଟି ନୂଆ ଅବକାରୀ ଥାନା ପ୍ରତିଷ୍ଠା ହେବ। ଚିକିଟି ମଦ ମୃତ୍ୟୁ ପରେ ଗଞ୍ଜାମ ଜିଲ୍ଲାରେ ୬ଟି ଅବକାରୀ ଥାନା ପ୍ରତିଷ୍ଠା ନେଇ ନିଷ୍ପତ୍ତି ହୋଇଛି। ସେପ୍ଟେମ୍ବର ୪ ତାରିଖରେ ଅବକାରୀ ଥାନା ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହେବ ବୋଲି ମନ୍ତ୍ରୀ କହିଛନ୍ତି।
Related posts:
ବର୍ଷାରେ ଭୁଶୁଡ଼ିଲା ଦୁର୍ଗା ପୂଜା ଲାଇଟ ଗେଟ୍October 6, 2024
ବିଜେଡି ନେତାଙ୍କୁ ୨୪ କୋଟି ୨୧ ଲକ୍ଷ ଟଙ୍କାରOctober 6, 2024
ରବିବାରଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀOctober 6, 2024
ଡିସେମ୍ବର ୧୫ରୁ କୋଣାର୍କ ଇକୋ ରିଟ୍ରିଟ୍October 6, 2024
୧୬,୦୦୯ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଦେଲେ ନିଯୁକ୍ତିପତ୍ରOctober 5, 2024
ଭୁବନେଶ୍ଵରରେ କିସ୍ନା ଡାଇମଣ୍ଡ ଆଣ୍ଡ୍ ଗୋଲ୍ଡ ଜୁଏଲାରୀର ପ୍ରଥମ ଏକ୍ସକ୍ୟୁସିଭ ଶୋ’ରୁମ୍ର ଶୁଭାରମ୍ଭOctober 5, 2024