ରାଜ୍ୟରେ ଆହୁରି ୨୫ଟି ନୂଆ ଅବକାରୀ ଥାନା ଖୋଲିବ
ରାଜ୍ୟରେ ଆହୁରି ୨୫ଟି ନୂଆ ଅବକାରୀ ଥାନା ଖୋଲିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।
ସେ କହିଛନ୍ତି, ଓଡ଼ିଶାର ୧୬ଟି ସ୍ଥାନରେ ଖୋଲିବ ଏହି ଅବକାରୀ ଥାନା ଖୋଲାଯିବ। ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ସବୁ ଅବକାରୀ ଅଧୀକ୍ଷକଙ୍କୁ ଚିଠି ଲେଖାଯାଇଛି।
ଏଥିମଧ୍ୟରୁ କେବଳ ଗଞ୍ଜାମରେ ୬ଟି ନୂଆ ଅବକାରୀ ଥାନା ଖୋଲିବ। ଗଞ୍ଜାମରେ ୩, ବ୍ରହ୍ମପୁରରେ ୩ଟି ନୂଆ ଅବକାରୀ ଥାନା ପ୍ରତିଷ୍ଠା ହେବ। ଚିକିଟି ମଦ ମୃତ୍ୟୁ ପରେ ଗଞ୍ଜାମ ଜିଲ୍ଲାରେ ୬ଟି ଅବକାରୀ ଥାନା ପ୍ରତିଷ୍ଠା ନେଇ ନିଷ୍ପତ୍ତି ହୋଇଛି। ସେପ୍ଟେମ୍ବର ୪ ତାରିଖରେ ଅବକାରୀ ଥାନା ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହେବ ବୋଲି ମନ୍ତ୍ରୀ କହିଛନ୍ତି।
Related posts:
ଚେତାବନୀ ଦେଲେ ଯୋଗାଣ ଅଧିକାରୀଙ୍କୁJanuary 13, 2025
ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ ସ୍ବାକ୍ଷରିତ ହୋଇଛି ଏମଓୟୁJanuary 13, 2025
ଆୟୁଷ୍ମାନ ଭାରତ’ ପ୍ରଚଳ ପାଇଁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀJanuary 13, 2025
ଆଖି ବୁଜିଲା ଶିମିଳିପାଳର ହାତୀ ମହେନ୍ଦ୍ରJanuary 13, 2025
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା,ପ୍ରତିଷ୍ଠା ହେବ ସ୍ଥାୟୀ ରଙ୍ଗ ମହଲJanuary 13, 2025
ଭୁଲରେ ବାଦ୍ ପଡ଼ିଥିବା ମହିଳାମାନେ ‘ସୁଭଦ୍ରା’ ଯୋଜନା ହେଲେ ଯୋଡ଼ିJanuary 12, 2025