ହସ୍ପିଟାଲରେ ଭର୍ତ୍ତି ହେବେ ନବୀନ
ଚିକିତ୍ସା ପାଇଁ ମୁମ୍ୱାଇ ଯିବେ ନବୀନ ପଟ୍ଟନାୟକ । ଜୁନ ୨୨ ତାରିଖରେ ସେ ମୁମ୍ୱାଇ ଯିବେ । କୋକିଲାବେନ୍ ଧିରୁଭାଇ ଅମ୍ୱାନୀ ଡାକ୍ତରଖାନାରେ ହେବେ ଚିକିତ୍ସିତ ।
ସର୍ଭିକାଲ ଆଥ୍ରାଇଟିସ୍ ସମସ୍ୟା ନେଇ ହେବେ ଚିକିତ୍ସିତ । ଡାକ୍ତର ଉମାକାନ୍ତ ପଣ୍ଡାଙ୍କ ତତ୍ତ୍ୱାବଧାନରେ ହେବ ଚିକିତ୍ସା । ଏନେଇ ନିଜେ ସୋସିଆଲମିଡିଆ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି ।
