ରାଜ୍ୟ

ରାଜ୍ୟରେ ୩୦ ଜିଲ୍ଲାରେ ହେବ ୩୮ଟି ମଡେଲ ମଣ୍ଡି

0
(0)

ଆସନ୍ତା ବର୍ଷ ସୁଦ୍ଧା ରାଜ୍ୟରେ ଖୋଲିବ ମଡେଲ ମଣ୍ଡି | ରାଜ୍ୟରେ ୩୦ ଜିଲ୍ଲାରେ ହେବ ୩୮ଟି ମଡେଲ ମଣ୍ଡି | ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୂଚନା ଦେଇଛନ୍ତି।

ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି, ଆସନ୍ତା ବର୍ଷ ସୁଦ୍ଧା ରାଜ୍ୟରେ ଖୋଲିବ ମଡେଲ ମଣ୍ଡି | ରାଜ୍ୟରେ ୩୦ ଜିଲ୍ଲାରେ ହେବ ୩୮ଟି ମଡେଲ ମଣ୍ଡି | ଆବଶ୍ୟକତାକୁ ଦେଖି ବଡ଼ ଜିଲ୍ଲାରେ ହେବ ଦୁଇଟି ମଣ୍ଡି | ମଡେଲ ମଣ୍ଡିରେ ପାନୀୟ ଜଳ, ଶୌଚାଳୟ, ବିଶ୍ରାମାଗାର, ବିଜୁଳି ବ୍ୟବସ୍ଥା, ଦୋକାନ, ଏସଏଚଜି ମହିଳାଙ୍କ ଦ୍ୱାରା ଟିଫିନ ସେଣ୍ଟର,ପାର୍କିଙ୍ଗ ଆଦି ବ୍ୟବସ୍ଥା ରହିବ|

ସମବାୟ ମନ୍ତ୍ରୀ କହିଛନ୍ତି, ଆବଶ୍ୟକତାକୁ ଦେଖି ବଡ଼ ଜିଲ୍ଲାରେ ହେବ ଦୁଇଟି ମଣ୍ଡି | ମଡେଲ ମଣ୍ଡିରେ ପାନୀୟ ଜଳ, ଶୌଚାଳୟ, ବିଶ୍ରାମାଗାର, ବିଜୁଳି ବ୍ୟବସ୍ଥା, ଦୋକାନ, ଏସଏଚଜି ମହିଳାଙ୍କ ଦ୍ୱାରା ଟିଫିନ ସେଣ୍ଟର,ପାର୍କିଙ୍ଗ ଆଦି ବ୍ୟବସ୍ଥା ରହିବ| ମଡେଲ ମଣ୍ଡିର ରୂପ ରେଖ କେମିତି ରହିବ ସେନେଇ ମୁଖ୍ୟମନ୍ତ୍ରୀଙ୍କୁ ପ୍ରେଜେଣ୍ଟେସନ ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE