ଏୟାରପୋର୍ଟ ଡିଜିଏମ ଉମାକାନ୍ତ ପଟେଲଙ୍କୁ ଗିରଫ
ମହଙ୍ଗା ପଡ଼ିଲା ପ୍ରେମ ପ୍ରତାରଣା । ଭୁବନେଶ୍ୱର ଏୟାରପୋର୍ଟ ଡିଜିଏମ ଉମାକାନ୍ତ ପଟେଲଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ ।
ଦୀପାବଳି ଦିନ ଏୟାରପୋର୍ଟ ଥାନାରେ ପ୍ରତାରଣା ଅଭିଯୋଗ କରିଥିଲେ ଘରୋଇ ଏୟାରଲାଇନ୍ସର ଜଣେ ଯୁବତୀ ।
ଏୟାରପୋର୍ଟ ଥାନାର କେସ୍ ନମ୍ବର ୩୭୦/୨୫ରେ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ।
