ରାଜ୍ୟ

ଓଡ଼ିଶା ଆସୁଛନ୍ତି ଅମିତ ଶାହା, କରିବେ ବଡ଼ ଘୋଷଣା

0
(0)

ଓଡ଼ିଶା ଆସୁଛନ୍ତି ଅମିତ ଶାହା। ଏନେଇ ବଡ଼ ବୈଠକ କରିଛି ଭାଜପା। ସ୍ବରାଷ୍ଟ୍ର ମନ୍ତ୍ରୀ ଓ ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ଗସ୍ତକୁ ନେଇ ଭାଜପା ଡାକିଛି ଗୁରୁତ୍ୱପୂର୍ଣ୍ଣ ବୈଠକ।

ବୁର୍ଲା MCL ଗେଷ୍ଟ ହାଉସରେ ଚାଲିଛି ରୁଦ୍ଧଦ୍ୱାର ବୈଠକ। ଯେଉଁଥିରେ ସଭାପତି ମନମୋହନ ସାମଲଙ୍କ ସହ ମନ୍ତ୍ରୀ ମୁକେଶ ମହାଲିଙ୍ଗ ମଧ୍ୟ ଉପସ୍ଥିତ ଅଛନ୍ତି।

ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୨ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ ।

ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଶାହ ଯୋଗଦେବେ । ସେପଟେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE