ଚଳିତ ବର୍ଷ ଉଭୟ ଉପର ଓ ତଳ ପଡିଆରେ ହେବ ବାଲିଯାତ୍ରା
ବାଲିଯାତ୍ରା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି। ଉପର ପଡିଆରେ ବାଲିଯାତ୍ରା ପାଇଁ ହାଇକୋର୍ଟ ଅନୁମତି ଦେଇଛନ୍ତି। ଚଳିତ ବର୍ଷ ଉଭୟ ଉପର ଏବଂ ତଳ ପଡିଆରେ ହେବ ବାଲିଯାତ୍ରା । ଆସନ୍ତାବର୍ଷ ଉପର ପରିବର୍ତ୍ତେ କେବଳ ତଳ ପଡିଆରେ ବାଲିଯାତ୍ରା ପାଇଁ ପ୍ରଶାସନ ପଦକ୍ଷେପ ନେବ ।
ତେବେ ସହୟରେ ଭିଡ ନିୟନ୍ତ୍ରଣ ପାଇଁ ଜିଲ୍ଲା ପ୍ରଶାସନ ସ୍ୱତନ୍ତ୍ର ରାସ୍ତାର ବ୍ୟବସ୍ଥା କରିବ। ରାସ୍ତା କଡ କିମ୍ବା ଫୁଟପାଥ ଉପରେ ବ୍ୟବସାୟକୁ ସମ୍ପୂର୍ଣ୍ଣ ନିଷେଧ କରିଛନ୍ତି ହାଇକୋର୍ଟ । ଆମ୍ବୁଲାନ୍ସ ଏବଂ ଅତ୍ୟାବଶ୍ୟକୀୟ ସେବା ପାଇଁ ଗ୍ରୀନ୍ କରିଡର ବ୍ୟବସ୍ଥା ପ୍ରଶାସନ କରୁଥିବା ଜଣାପଡ଼ିଛି।
Related posts:
ନବୀନଙ୍କ ବଡ଼ ପ୍ରତିକ୍ରିୟା: ବିଜେଡି ରାଜ୍ୟର ସ୍ବାର୍ଥ ପାଇଁ ଲଢ଼େଇ କରୁଥିଲାDecember 6, 2024
ଭିଜିଲାନ୍ସ ଜାଲରେ ଏସିଏଫ୍December 6, 2024
ଅପହରଣ ପରେ ହତ୍ଯା କଲେ ମାଓବାଦୀDecember 5, 2024
ସର୍ବସାଧାରଣ ସ୍ଥାନରେ ଗୋମାଂସ ବିକ୍ରି ଓ ଖାଇବାରେ କଟକଣାDecember 5, 2024
ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନDecember 5, 2024
ନୌସେନା ଦିବସ ଉଦଘାଟନ କଲେ ରାଷ୍ଟ୍ରପତିDecember 4, 2024