ସ୍ୱତନ୍ତ୍ର

ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ

0
(0)

ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ରାଜନେତା ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ ।ବିଶ୍ୱଭୂଷଣ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥତା ନେଇ ପୁଅ ପୃଥ୍ବୀଚାନ୍ଦ ହରିଚନ୍ଦନ ସୂଚନା ଦେଇଛନ୍ତି । ଅଧିକ ଚିକିତ୍ସା ପାଇଁ ହାଇଦ୍ରାବାଦ ପଠାଇବାକୁ ପ୍ରସ୍ତୁତି ଚାଲିଥିବା ସୂଚନା ମିଳିଛି।

ତେବେ ଓଡ଼ିଶାର ବରିଷ୍ଠ ରାଜନେତା ତଥା ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ଥିଲେ ବିଶ୍ବଭୂଷଣ ହରିଚନ୍ଦନ। ବୟସାଧିକ କାରଣରୁ ତାଙ୍କ ବିଭିନ୍ନ ସ୍ୱାସ୍ଥ୍ୟ ଗତ ସମସ୍ୟା ଦେଖାଦେଇଛି । ତେଣୁ ତାଙ୍କୁ ପରିବାର ପକ୍ଷରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅସୁସ୍ଥତାବଶତଃ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ବିଶ୍ବଭୂଷଣ ।

 

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE