ଆଜି ବିଶ୍ୱକର୍ମା ପୂଜା ଝଲସୁଛି ନାଲକୋନଗର
ସାରା ରାଜ୍ୟରେ ଦେବ ଶିଳ୍ପୀ ବିଶ୍ବକର୍ମାଙ୍କ ପୂଜାକୁ ନେଇ ଉତ୍ସାହ ଦେଖିବାକୁ ମିଳୁଛି ।ଅନୁଗୁଳ ନାଲକୋନଗରରେ ବେଶ ଧୁମଧାମରେ ପାଳନ ହେଉଛି ବିଶ୍ବକର୍ମା ପୂଜା । ଚଳିତ ବର୍ଷ ନାଲକୋ ନଗରରେ ୧୯ଟି ପୂଜା ମଣ୍ଡପରେ କରାଯିବ ଦେବଶିଳ୍ପୀଙ୍କ ଆବାହନ । କେଉଁଠି ସାମ୍ପ୍ରତିକ ଘଟଣାବଳୀକୁ ନେଇ ତ ଆଉ କେଉଁଠି ପୌରାଣିକ କଥାବସ୍ତୁକୁ ନେଇ ହୋଇଛି ମୂର୍ତ୍ତି ନିର୍ମାଣ। ରାଜଧାନୀ ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ପୂଜା ପାଉଛନ୍ତି ଦେବ ଶିଳ୍ପୀ ବିଶ୍ବକର୍ମା ।
ସେହିପରି ଚଳଚଞ୍ଚଳ ବନ୍ଦର ନଗରୀ ପାରାଦୀପ । ଛୋଟବଡ ପ୍ରାୟ ୩୦ଟି ମଣ୍ଡପରେ ପୂଜା ଆୟୋଜନ ହେଉଥିବା ବେଳେ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।
Related posts:
କଟକ ବାଲିଯାତ୍ରାକୁ ମିଳିଲା ‘ଜାତୀୟ ମାନ୍ୟତା’February 6, 2025
୪ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀFebruary 6, 2025
ଆକ୍ସନ ମୋଡରେ ସିଏମଓFebruary 6, 2025
ଟିକେଟ ପାଇଁ ଦଳାଚକଟା, ବାରବାଟୀ କ୍ରିକେଟ ଫିଭରFebruary 5, 2025
ଭିଜିଲାନ୍ସ ପଞ୍ଝାରେ ଜଳସମ୍ପଦ ଅଧିକାରୀFebruary 5, 2025
ଏସ୍ସିବିରେ ହେବ ବୃହତ୍ ଟ୍ରମା ସେଣ୍ଟରFebruary 4, 2025