ରାଜ୍ୟ

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଯୋଜନାର କିସ୍ତି

0
(0)

ରାଜ୍ୟ ସରକାରଙ୍କ ସିଏମ୍‌-କିଷାନ ଯୋଜନାର କିସ୍ତି ଆସନ୍ତାକାଲି (୨୭ ତାରିଖ) ପ୍ରଦାନ କରାଯିବ। ୨୮ ତାରିଖରେ ‘ନୂଆଁଖାଇ’ ପଡ଼ୁଥିବାରୁ ତାର ପୂର୍ବ ଦିନ ଏହା ପ୍ରଦାନ କରାଯିବ। ପ୍ରତି ଚାଷୀଙ୍କ ବ୍ୟାଙ୍କଖାତାକୁ ସିଧାସଳଖ ୨ ହଜାର ଟଙ୍କା ଲେଖାଏଁ ପଠାଯିବ। ଏହାଦ୍ବାରା ଓଡ଼ିଶାର ୫୨ ଲକ୍ଷ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଉପକୃତ ହେବେ। ଏହି ଯୋଜନାରେ ରାଜ୍ୟ ସରକାର ଦୁଇଟି କିସ୍ତିରେ ୪ହଜାର ଟଙ୍କା ପ୍ରଦାନ କରିଥାନ୍ତି।

ସୂଚନାଯୋଗ୍ୟ, ଗତବର୍ଷ ‘ନୂଆଁଖାଇ’ ଅବସରରେ ରାଜ୍ୟ ସରକାର ସିଏମ୍‌-କିଷାନ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିଥିଲେ। ଆଜି ଏନେଇ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଦାୟିତ୍ବରେ ଥିବା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ସମସ୍ତ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଥିଲେ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE