କଟକ ବାଲିଯାତ୍ରା ଆଜିଠୁ ଆରମ୍ଭ
କଟକ ବାଲିଯାତ୍ରା ଆଜିଠୁ ଆରମ୍ଭ । ଐତିହାସିକ କଟକ ବାଲିଯାତ୍ରା ଉଦ୍ଘାଟିତ । ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଉପସ୍ଥିତ ରହିବା ସହ ସାଂସଦ ଭର୍ତ୍ତୃହରି ମହତାବ ଏବଂ ବିଧାୟିକା ମଧ୍ୟ ଉପସ୍ଥିତ ଅଛନ୍ତି ।