ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଏକତା କପୁର
ବିଧାନସଭାକୁ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ଏକତା କପୁର । ସାବରମତି ରିପୋର୍ଟ ଫିଲ୍ମ ପ୍ରଯୋଜିକା ଏକତା ଫିଲ୍ମ ଦେଖିବା ପାଇଁ ମୋହନଙ୍କୁ ନିମନ୍ତ୍ରଣ ଜଣାଇଛନ୍ତି। ଏହା ସହ ଫିଲ୍ମକୁ ରାଜ୍ୟ ସରକାର କରମୁକ୍ତ କରିଥିବାରୁ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି।
ବିକ୍ରାନ୍ତ ମେସିଙ୍କ ଫିଲ୍ମ ‘ସାବରମତି ରିପୋର୍ଟ’ ଏବେ ଚର୍ଚ୍ଚାରେ। ଗୋଦ୍ରା ଘଟଣା ଉପରେ ଆଧାରିତ ଏହି ଚଳଚ୍ଚିତ୍ର ଦର୍ଶକଙ୍କ ଠାରୁ ଜବରଦସ୍ତ ରେସ୍ପନ୍ସ ମିଳୁଛି। ଏହି ଚଳଚ୍ଚିତ୍ରରେ ବିକ୍ରାନ୍ତଙ୍କ କାର୍ଯ୍ୟକୁ ମଧ୍ୟ ପ୍ରଶଂସା କରାଯାଉଛି। ଗୋଟିଏ ପରେ ଗୋଟିଏ ଭାଜପା ଶାସିତ ରାଜ୍ୟ ସତ୍ୟ ଘଟଣା ଉପରେ ଆଧାରିତ ଏହି ଫିଲ୍ମ ଉପରେ ଟିକସ ଛାଡ଼ ନେଇ ଘୋଷଣା କରିଛନ୍ତି।
ଏହି କ୍ରମରେ ସାମିଲ ହୋଇଛନ୍ତି ରାଜ୍ୟର ମୋହନ ମାଝୀ ସରକାର। ଓଡ଼ିଶାରେ ସାବରମତୀ ରିପୋର୍ଟ ଟ୍ୟାକ୍ସ ଫ୍ରି ହୋଇଥିବା ନେଇ ଗୁରୁବାର ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଂଗ ଗୃହରେ ସୂଚନା ଦେଇଥିଲେ
Related posts:
ପୋଡ଼ି ଦେଇଥିଲେ ନବଙ୍କ ସାର୍ଟ !January 21, 2025
ପୁଣି ଆରମ୍ଭ ହେଲା ଟ୍ରମ୍ପ ଶାସନJanuary 21, 2025
ଜାଣନ୍ତୁ କାହିଁକି ଗିରଫ ହେଲେ ଏହି ତିନି ଅଭିଯୁକ୍ତJanuary 20, 2025
ପୁଣି ଚର୍ଚ୍ଚାରେ ନବ ଦାସ ହତ୍ୟା ମାମଲାJanuary 20, 2025
ବିବାହ ବନ୍ଧନରେ ଆବଦ୍ଧ ହେଲେ ଜାଭଲିନର ସୁନା ପୁଅ ନୀରଜ ଚୋପ୍ରାJanuary 20, 2025
ଓଡ଼ିଶାରେ ଲିଥିୟମ ଖୋଜୁଛି ଜିଓଲଜିକାଲ୍ ସର୍ଭେ ଅଫ୍ ଇଣ୍ଡିଆJanuary 19, 2025