ରାଜ୍ୟ

ପ୍ରଥମ ଭାଜପା ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ପରଲୋକ

0
(0)

ଓଡ଼ିଶାର ପ୍ରଥମ ଭାଜପା ବିଧାୟକ ତଥା କାମାକ୍ଷାନଗର ନିର୍ବାଚନମଣ୍ଡଳିର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଗତକାଲି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି।

୧୯୭୭ରେ ପ୍ରଥମ କରି ଜନତା ଦଳରୁ ନିର୍ବାଚିତ ହୋଇଥିଲେ। ୭୪ ବର୍ଷ ବୟସରେ ସେ ଶେଷ ନିଶ୍ଚାସ ତ୍ୟାଗ କରିଥିବା ସୂଚନା ମିଳିଛି। ପଟ୍ଟନାୟକ କାମାକ୍ଷାନଗର ନିର୍ବାଚନମଣ୍ଡଳିରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଏବଂ ରାଜ୍ୟର ରାଜନୀତିରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ତାଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

୧୯୭୭ରେ ପ୍ରଥମ କରି ଜନତା ଦଳରୁ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୧୯୮୫ ରେ ଭାରତୀୟ ଜନତା ପାର୍ଟି ଏବଂ ୧୯୯୦ ରେ ପୁଣିଥରେ ଜନତା ଦଳରୁ ବିଧାନସଭାକୁ ଯାଇଥିଲେ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE