ବିଜେଡି ଛାଡ଼ିଲେ ବିଜୁ ଜନତା ଦଳର ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା
ବିଜେଡି ଛାଡ଼ିଲେ ବିଜୁ ଜନତା ଦଳର ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା । ବିଜେଡି ସୁପ୍ରିମୋଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି ।
ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଥିବା ସେ ଲେଖିଛନ୍ତି ।
ତାଙ୍କ ସ୍ତ୍ରୀ ଏବେ ବିଜେଡିରୁ ବସ୍ତା ନିର୍ବାଚନ ମଣ୍ତଳୀରେ ବିଧାୟକ ଅଛନ୍ତି ।
