ବନ୍ଧାହେଲେ ୧୪ ନକଲି ଡାକ୍ତର
୭୦ ହଜାର ଟଙ୍କା ଦେଲେ ମିଳୁଥିଲା ଡାକ୍ତରୀ ସାର୍ଟିଫିକେଟ୍ । ଗୁଜରାଟର ସୁରଟରୁ ଅପରେଟ କରୁଥିଲା ଏହି ଗ୍ୟାଙ୍ଗ୍ । ପ୍ରାୟ ୧୨୦୦ ନକଲି ସାର୍ଟିଫିକେଟ୍ ଇସ୍ୟୁ ହୋଇଥିବା ଏକ ଡାଟାବେସ୍ ପୋଲିସ୍ ହାତରେ ଲାଗିଛି ।
ମୋଟାମୋଟି ଭାବେ କହିବାକୁ ଗଲେ ୭୦ ହଜାର ଟଙ୍କା ଦେଲେ ମିଳୁଥିଲା ସାର୍ଟିଫିକେଟ୍ । ଗୁଜରାଟର ସୁରଟରୁ ଅପରେଟ କରୁଥିଲା ଏହି ଗ୍ୟାଙ୍ଗ୍ । ପ୍ରାୟ ୧୨୦୦ ନକଲି ସାର୍ଟିଫିକେଟ୍ ଇସ୍ୟୁ ହୋଇଥିବା ଏକ ଡାଟାବେସ୍ ପୋଲିସ୍ ହାତରେ ଲାଗିଛି ।
ଅଭିଯୁକ୍ତମାନେ ‘ବୋର୍ଡ ଅଫ୍ ଇଲେକ୍ଟ୍ରୋ ହୋମିଓପ୍ୟାଥି ମେଡିସିନ୍ (BEHM) ଗୁଜରାଟ’ ନାମରେ ଏହି ନକଲି ଡିଗ୍ରୀ ଇସ୍ୟୁ କରୁଥିଲେ । ଅଭିଯୁକ୍ତମାନଙ୍କ ନିକଟରୁ ଶତାଧିକ ଦରଖାସ୍ତ, ସାର୍ଟିଫିକେଟ ଓ ଷ୍ଟାମ୍ପ ଜବତ ହୋଇଛି ।
Related posts:
ଜହର ପାଲଟିଛି ଦୟା ନଦୀ !January 21, 2025
ପୋଡ଼ି ଦେଇଥିଲେ ନବଙ୍କ ସାର୍ଟ !January 21, 2025
ପୁଣି ଆରମ୍ଭ ହେଲା ଟ୍ରମ୍ପ ଶାସନJanuary 21, 2025
ଜାଣନ୍ତୁ କାହିଁକି ଗିରଫ ହେଲେ ଏହି ତିନି ଅଭିଯୁକ୍ତJanuary 20, 2025
ପୁଣି ଚର୍ଚ୍ଚାରେ ନବ ଦାସ ହତ୍ୟା ମାମଲାJanuary 20, 2025
ବିବାହ ବନ୍ଧନରେ ଆବଦ୍ଧ ହେଲେ ଜାଭଲିନର ସୁନା ପୁଅ ନୀରଜ ଚୋପ୍ରାJanuary 20, 2025