ରାଜ୍ୟ

ଭୁବନେଶ୍ବରରେ ଡିସିପି ଭାବେ ଦାୟିତ୍ବ ନେଲେ ଜଗମୋହନ ମୀନା

0
(0)

ଦାୟିତ୍ବ ନେଲେ ନୂଆ ଡିସିପି । ଭୁବନେଶ୍ବରର ନୂଆ ଡିସିପି ଭାବେ ଦାୟିତ୍ବ ନେଲେ ଜଗମୋହନ ମୀନା । ପିନାକ ମିଶ୍ରଙ୍କଠାରୁ ଦାୟିତ୍ବ ନେଲେ ମୀନା ।

ତେବେ ଦାୟିତ୍ୱ ନେବା ପରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଜଗମୋହନ ମୀନା କହିଛନ୍ତି ଯେ, ଅପରାଧ ତଦନ୍ତ ଏବଂ ଅଭିଯୁକ୍ତକୁ ତୁରନ୍ତ ଗିରଫ କରିବାକୁ ଗୁରୁତ୍ୱ ଦିଆଯିବ ।

ସାଧାରଣ ଲୋକଙ୍କ ପ୍ରତି ଯତ୍ନବାନ ହେବୁ । ଚାରିଆଡେ ସିସିଟିଭି ସର୍ଭେଲାନ୍ସ ବଢାଯିବ । ସାଇବର ସୁରକ୍ଷା ଓ ବୟସ୍କଙ୍କ ସୁରକ୍ଷା ଉପରେ ରହିବ ଗୁରୁତ୍ବ । ଆଗକୁ ସାଇବର ଥାନାକୁ ମଧ୍ୟ ସୁଦୃଢ କରାଯିବ । ଅଭିଯୋଗ ପାଇଁ ନିଜର ହ୍ବାଟସଆପ ନମ୍ବର ଦେଇଛନ୍ତି। ନବନିଯୁକ୍ତ କନେଷ୍ଟବଳକୁ କିପରି ବ୍ୟବହାର କରାଯିବ । ସେନେଇ ତୁରନ୍ତ ପଦକ୍ଷେପ ନିଆଯିବ ବୋଲି ଡିସିପି ଜଗମୋହନ ମୀନା କହିଛନ୍ତି ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE