ରାଜ୍ୟ

ମରାମତି ପାଇଁ ଆଉ ମାସେ କିମ୍ବା ଦୁଇ ମାସ ଲାଗିବ

0
(0)

ରଥଯାତ୍ରା ପୂର୍ବରୁ ଗଣତି ମଣତି ପ୍ରକ୍ରିୟା ଶେଷ କରିବୁ ବୋଲି କହିଛନ୍ତି ଆଇନ ମନ୍ତ୍ରୀ । ପୁରା ଆକଳନ ଏ ପର୍ଯ୍ୟନ୍ତ ହୋଇପାରିନି । ମରାମତି ପାଇଁ ଆଉ ମାସେ କିମ୍ବା ଦୁଇ ମାସ ଲାଗିବ । ଏହାପରେ ଗଣତି ମଣତି ପ୍ରକ୍ରିୟା ଆରମ୍ଭ କରିପାରିବୁ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ।

ତେବେ ରଥଯାତ୍ରା ପୂର୍ବରୁ ଗଣତି ମଣତିର ପ୍ରକ୍ରିୟା ଶେଷ କରିବୁ ବୋଲି ଆଇନ ମନ୍ତ୍ରୀ କହିଛନ୍ତି । ସେହିପରି ଏଏସଆଇକୁ ମନ୍ଦିର ପ୍ରଶାସନ ମରାମତି ପାଇଁ ସମୟ ଦେଉନଥିବା ଅଭିଯୋଗ ଉପରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ମହାପ୍ରଭୁଙ୍କ ରୀତିନୀତି ସହିତ ମରାମତି ଚାଲୁଛି । ରୀତିନୀତିରୁ ଚାରିରୁ ପାଞ୍ଚ ଘଣ୍ଟା କଢ଼ାଯାଇ ମରାମତି ପାଇଁ ସମୟ ଦିଆଯାଉଛି । ଏଏସଆଇର ସହମତିରେ କାମ ଚାଲିଛି ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE