ଜାତୀୟ

ଦିଲ୍ଲୀ କସମସ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ

0
(0)

ଦିଲ୍ଲୀ କସମସ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି । ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ଘଟଣାସ୍ଥଳରେ ତୁରନ୍ତ ଅଗ୍ନିଶମ ବାହିନୀ ଗାଡି ପହଞ୍ଚି ୧୧ଜଣଙ୍କୁ ଉଦ୍ଧାର କରାଯାଇଛି ।

ସୂଚନାନୁଯାୟୀ, ଦିଲ୍ଲୀର ଆନନ୍ଦ ବିହାରର ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା । ଏପରି ଅଘଟଣ ଦିନ ପ୍ରାୟ ୧୨ଟା ସମୟରେ ଦେଖିବାକୁ ମିଳିଥିଲା । ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ୭ ଜଣ ଆହତ ହୋଇଥିବା ଜଣାପଡିଛି । ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ତୁରନ୍ତ ୮ଟି ଦମକଳ ଗାଡ଼ି ପହଞ୍ଚି ଲୋକଙ୍କୁ ଉଦ୍ଧାର କରିଥିଲା । ଆହତଙ୍କ ଚିକିତ୍ସା ପାଇଁ ସେମାନଙ୍କୁ ଆନନ୍ଦ ବିହାର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ମଧ୍ୟ ୩ ଜଣଙ୍କ ଅବସ୍ଥା ସାମାନ୍ୟ ରହିଛି । କିନ୍ତୁ ଏପର୍ଯ୍ୟନ୍ତ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିନାହିଁ ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE