ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ
ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ | ହୋଟେଲ ଭିତରେ ଗୋଡ଼ାଇ ଗୋଡ଼ାଇ ହାଣିଲା ଦୁର୍ବୃତ୍ତ | ଡମଣା ଛକରେ ଥିବା ଏକ ହୋଟେଲ ଭିତରେ ହତ୍ୟାକାଣ୍ଡ ଘଟିଛି | ଜଣେ ୱେଟରକୁ ଆଉଜଣେ ଷ୍ଟାଫ ପନିକିରେ ହାଣି ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି |
ପନିକିରେ ହାଣି ସାରିବା ପରେ, ମୃତଦେହକୁ ଲୁଚାଇବା ପାଇଁ ଯୋଜନା କରୁଥିଲା ଅଭିଯୁକ୍ତ | ପ୍ରମାଣ ନଷ୍ଟ ଉଦ୍ୟମ କରି ବିଫଳ ହେବାପରେ ଫେରାର ହୋଇଯାଇଛି ଅଭିଯୁକ୍ତ | ପୂର୍ବ ଶତ୍ରୁତା ଏବଂ ଗଣ୍ଡଗୋଳ ପରେ ଏହି ହତ୍ୟାକାଣ୍ଡ କରଯାଇଥିବା ସନ୍ଦେହ କରାଯାଉଛି | ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ଥାନା ପୋଲିସ ଓ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛି |
Related posts:
କଟକ ବାଲିଯାତ୍ରାକୁ ମିଳିଲା ‘ଜାତୀୟ ମାନ୍ୟତା’February 6, 2025
୪ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀFebruary 6, 2025
ଆକ୍ସନ ମୋଡରେ ସିଏମଓFebruary 6, 2025
ଟିକେଟ ପାଇଁ ଦଳାଚକଟା, ବାରବାଟୀ କ୍ରିକେଟ ଫିଭରFebruary 5, 2025
ଭିଜିଲାନ୍ସ ପଞ୍ଝାରେ ଜଳସମ୍ପଦ ଅଧିକାରୀFebruary 5, 2025
ଏସ୍ସିବିରେ ହେବ ବୃହତ୍ ଟ୍ରମା ସେଣ୍ଟରFebruary 4, 2025