ନବୀନଙ୍କ ବଡ଼ ପ୍ରତିକ୍ରିୟା: ବିଜେଡି ରାଜ୍ୟର ସ୍ବାର୍ଥ ପାଇଁ ଲଢ଼େଇ କରୁଥିଲା
ପୋଲାଭରମ୍ ପ୍ରସଙ୍ଗରେ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବିଜେଡି ଆଗରୁ ବି ରାଜ୍ୟର ସ୍ବାର୍ଥ ପାଇଁ ଲଢ଼େଇ କରୁଥିଲା। ଆଉ ଆଗକୁ ବି ଲଢ଼େଇ ଜାରି ରହିବ ବୋଲି ନବୀନ କହିଛନ୍ତି।
ପୋଲାଭରମ୍ ପ୍ରସଙ୍ଗରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମୁଲତବୀ ରଖିଥିଲେ। କଂଗ୍ରେସ ଓ ବିଜେଡିର ନାରାବାଜି ଓ ହୋ-ହଲ୍ଲା ଯୋଗୁ ଗୃହ ଚାଲିପାରି ନ ଥିଲା।
ଫଳରେ ବାଚସ୍ପତି ଗୃହକୁ ମୁଲତବୀ ରଖିଥିଲେ। ପୋଲାଭରମ୍ ପ୍ରସଙ୍ଗ ବିଚାରାଧୀନ ଥିବାରୁ ଏହାକୁ ଅଗ୍ରାହ୍ୟ କରିଥିଲେ ବାଚସ୍ପତି। ଏହାକୁ ନେଇ ନବୀନ ପ୍ରତିକ୍ରିୟା ଦେଇଛନ୍ତି।
Related posts:
ଜହର ପାଲଟିଛି ଦୟା ନଦୀ !January 21, 2025
ପୋଡ଼ି ଦେଇଥିଲେ ନବଙ୍କ ସାର୍ଟ !January 21, 2025
ପୁଣି ଆରମ୍ଭ ହେଲା ଟ୍ରମ୍ପ ଶାସନJanuary 21, 2025
ଜାଣନ୍ତୁ କାହିଁକି ଗିରଫ ହେଲେ ଏହି ତିନି ଅଭିଯୁକ୍ତJanuary 20, 2025
ପୁଣି ଚର୍ଚ୍ଚାରେ ନବ ଦାସ ହତ୍ୟା ମାମଲାJanuary 20, 2025
ବିବାହ ବନ୍ଧନରେ ଆବଦ୍ଧ ହେଲେ ଜାଭଲିନର ସୁନା ପୁଅ ନୀରଜ ଚୋପ୍ରାJanuary 20, 2025