ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି
ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କର ମୃତ୍ୟୁ ହେଲେ ଏବେ ମିଳିବ ୬ଲକ୍ଷ ଟଙ୍କା। ପୂର୍ବ ସରକାର ସମୟରେ ୪ଲକ୍ଷ ଟଙ୍କା ମିଳୁଥିବା ବେଳେ ମୋହନ ସରକାର ଏହାକୁ ୬ଲକ୍ଷକୁ ବୃଦ୍ଧି କରିଛନ୍ତି। ସେହିଭଳି ସ୍ୱଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ସହାୟତା ବାବଦରେ ୨ଲକ୍ଷ ଟଙ୍କା ମିଳୁଥିବା ବେଳେ ଏବେ ଏହାକୁ ୩ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।
Related posts:
ବର୍ଷାରେ ଭୁଶୁଡ଼ିଲା ଦୁର୍ଗା ପୂଜା ଲାଇଟ ଗେଟ୍October 6, 2024
ବିଜେଡି ନେତାଙ୍କୁ ୨୪ କୋଟି ୨୧ ଲକ୍ଷ ଟଙ୍କାରOctober 6, 2024
ରବିବାରଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀOctober 6, 2024
ଡିସେମ୍ବର ୧୫ରୁ କୋଣାର୍କ ଇକୋ ରିଟ୍ରିଟ୍October 6, 2024
୧୬,୦୦୯ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଦେଲେ ନିଯୁକ୍ତିପତ୍ରOctober 5, 2024
ଭୁବନେଶ୍ଵରରେ କିସ୍ନା ଡାଇମଣ୍ଡ ଆଣ୍ଡ୍ ଗୋଲ୍ଡ ଜୁଏଲାରୀର ପ୍ରଥମ ଏକ୍ସକ୍ୟୁସିଭ ଶୋ’ରୁମ୍ର ଶୁଭାରମ୍ଭOctober 5, 2024