EconomyEditor's Pickenterprise-odisha-conclaveFashionFeaturedHighlightsIn PictureLifestyleNatureOdisha CongressPuriTechnologyରାଜ୍ୟ

ଲୁଟ୍ କରିବା ପରେ ଗର୍ଭବତୀଙ୍କୁ ଗୁଳି କରି ହତ୍ୟା!

0
(0)

ସୁନ୍ଦରଗଡ଼ ଜିଲ୍ଲା ବଣାଇ ଟିକାୟତପାଲି ଥାନା ଝିର୍ଡାପାଲି ଅଞ୍ଚଳରେ ଅଭବନୀୟ ଘଟଣା ଲୁଟ୍ କରିବା ପରେ ଗର୍ଭବତୀଙ୍କୁ ଗୁଳି କରି ହତ୍ୟା ।

୨ ଜଣ ଦୁର୍ବୃତ୍ତ ଏହି ଗୁଳିକାଣ୍ଡ କରିଥିବା ପରିବାର ଲୋକେ ଦେଖିଛନ୍ତି । ତେବେ ଏହି ଘଟଣାରେ କେତେଜଣ ସଂପୃକ୍ତ ଅଛନ୍ତି ତାହା ସ୍ପଷ୍ଟ ହୋଇନାହିଁ । ଗୁଳିମାଡ଼ରେ ଗୁରୁତର ମହିଳାଙ୍କୁ ସୁନ୍ଦରଗଡ଼ ହସ୍ପିଟାଲ ନିଆଯାଇଥିଲା । ତେବେ ସେଠାରେ ପହଞ୍ଚିବା ବେଳକୁ ତାଙ୍କର ମୃତ୍ୟୁ ହୋଇସାରିଥିଲା । ମହିଳାଙ୍କ ବାମ ଛାତିରେ ଗୁଳି ବାଜିଛି ।

ଲୁଟ ଉଦ୍ଦେଶ୍ୟରେ ଆସି ଗୁଳିମାଡ଼ ହୋଇଛି ନା ଏହା ପଛରେ ଅନ୍ୟ କିଛି କାରଣ ରହିଛି ତାହା ସ୍ପଷ୍ଟ ହୋଇନାହିଁ । ଖବର ପାଇ ପୋଲିସ ଘଟଣାର ତଦନ୍ତ କରୁଛି ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE

Leave a Reply