ସୁଭଦ୍ରା ଯୋଜନା ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁଭଦ୍ରା ଯୋଜନା ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବଟନ ଟିପି ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ଏହାଫଳରେ ହିତାଧିକାରୀ ମହିଳାମାନଙ୍କ ଆକାଉଣ୍ଟକୁ ସିଧାସଳଖ ୫ ହଜାର ଟଙ୍କାର ପ୍ରଥମ କିସ୍ତି ଯାଇଛି।
ଏହି ଉତ୍ସବରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେ.ଭି ସିଂଦେଓ ଉପସ୍ଥିତ ଅଛନ୍ତି। ଏହାଛଡ଼ା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜୁଏଲ୍ ଓରାମ ବି ମଞ୍ଚାସୀନ ଅଛନ୍ତି। ଏହି ଉତ୍ସବରେ ବିଭିନ୍ନ ଜିଲ୍ଲାର ହିତରାଧିକାରୀମାନଙ୍କୁ ମଞ୍ଚକୁ ଆମନ୍ତ୍ରିତ କରାଯାଇଥିଲା।
Related posts:
ବର୍ଷାରେ ଭୁଶୁଡ଼ିଲା ଦୁର୍ଗା ପୂଜା ଲାଇଟ ଗେଟ୍October 6, 2024
ବିଜେଡି ନେତାଙ୍କୁ ୨୪ କୋଟି ୨୧ ଲକ୍ଷ ଟଙ୍କାରOctober 6, 2024
ରବିବାରଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀOctober 6, 2024
ଡିସେମ୍ବର ୧୫ରୁ କୋଣାର୍କ ଇକୋ ରିଟ୍ରିଟ୍October 6, 2024
୧୬,୦୦୯ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଦେଲେ ନିଯୁକ୍ତିପତ୍ରOctober 5, 2024
ଭୁବନେଶ୍ଵରରେ କିସ୍ନା ଡାଇମଣ୍ଡ ଆଣ୍ଡ୍ ଗୋଲ୍ଡ ଜୁଏଲାରୀର ପ୍ରଥମ ଏକ୍ସକ୍ୟୁସିଭ ଶୋ’ରୁମ୍ର ଶୁଭାରମ୍ଭOctober 5, 2024