ରାଜ୍ୟ

ଚନ୍ଦନ ଯାତ୍ରାରେ ଲାଗୁହେବ ଇନ୍‌ସୁରାନ୍ସ ବ୍ୟବସ୍ଥା

0
(0)

ପୁରୀ ଚନ୍ଦନ ଯାତ୍ରା ବେଳେ ଇନ୍‌ସୁରାନ୍ସ ବ୍ୟବସ୍ଥା ରହିବ, ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଭକ୍ତ ଓ ସେବାୟତଙ୍କ ପାଇଁ ରହିବ ଇନ୍‌ସୁରାନ୍ସ ବ୍ୟବସ୍ଥା । ସେହିପରି ଏଥର ବାଣ ବ୍ୟବହାର ହୋଇପାରିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ ଜଣାଇଛନ୍ତି। ଚନ୍ଦନ ଯାତ୍ରା ନୀତି ନିର୍ଘଣ୍ଟକୁ ଛତିଶା ନିଯୋଗର ଅନୁମୋଦନ ହୋଇଛି।

ନରେନ୍ଦ୍ର ପୁଷ୍କରିଣୀ ବାହାରେ ହେବ ୨ଟି ଫାଷ୍ଟଏଡ୍‌ ସେଣ୍ଟର, ଅନ୍ୟପଟେ ଭିତର ରତ୍ନଭଣ୍ଡାର କାମ ସରିଛି, ବାହାର ରତ୍ନଭଣ୍ଡାର କାମ ଜାରି ରହିଛି ବୋଲି ଅଧିକାରୀ ସୂଚନା ଦେଇଛନ୍ତି ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE