ପୁଣି ଭିଜିବ ଓଡ଼ିଶା
ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଆଜି ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲାଗୁଡ଼ିକରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବା ସମ୍ଭାବନା ରହିଛି ।
ସେହିପରି ଆସନ୍ତାକାଲି ପାଇଁ ୮ ଜିଲ୍ଲା, ୨୫ ତାରିଖ ପାଇଁ ୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟରେ ୨୭ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ମୟୂରଭଂଜରେ ସର୍ବାଧିକ ୫୬ ମିମି ବର୍ଷା ରେକର୍ଡ ହୋଇଛି ।
Related posts:
କଟକ ବାଲିଯାତ୍ରାକୁ ମିଳିଲା ‘ଜାତୀୟ ମାନ୍ୟତା’February 6, 2025
୪ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀFebruary 6, 2025
ଆକ୍ସନ ମୋଡରେ ସିଏମଓFebruary 6, 2025
ଟିକେଟ ପାଇଁ ଦଳାଚକଟା, ବାରବାଟୀ କ୍ରିକେଟ ଫିଭରFebruary 5, 2025
ଭିଜିଲାନ୍ସ ପଞ୍ଝାରେ ଜଳସମ୍ପଦ ଅଧିକାରୀFebruary 5, 2025
ଏସ୍ସିବିରେ ହେବ ବୃହତ୍ ଟ୍ରମା ସେଣ୍ଟରFebruary 4, 2025