ବଦଳିଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅଧୀନ ନର୍ସଙ୍କ ଡ୍ରେସ କୋଡ୍
ବଦଳିଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅଧୀନ ନର୍ସଙ୍କ ଡ୍ରେସ କୋଡ୍। ଏଣିକି ନୂଆ ରଙ୍ଗ ଓ ନୂଆ ଡିଜାଇନର ଡ୍ରେସ୍ ପିନ୍ଧିବେ ନର୍ସ। ଆଉ ସେଥିରେ ରହିବ ସମ୍ବଲପୁରୀ ଛିଟ। ଲାଭେଣ୍ଡର୍ ବା ହାଲୁକା ଗୋଲାପୀ ରଙ୍ଗର ଡ୍ରେସ୍ ପିନ୍ଧିବେ ନର୍ସ ମାନେ। ନର୍ସ ମାନେ ଉଭୟ ଗୋଲାପୀ ରଙ୍ଗର ପ୍ୟାଣ୍ଟ୍ ସର୍ଟ ପିନ୍ଧିବେ। ଆସିଷ୍ଟାଣ୍ଟ୍ ନର୍ସିଂ ସୁପରିଟେଣ୍ଡଣ୍ଟ୍ ମାନେ ସାୟନ୍ ବ୍ଲୁ ଅର୍ଥାତ ଲାଇଟ୍ ନୀଲ ରଙ୍ଗର ଡ୍ରେସ୍ ପିନ୍ଧିବେ। ଡେପୁଟି ନର୍ସିଂ ସୁପରିଣ୍ଟେଣ୍ଡେଣ୍ଟଙ୍କ ଧଳା ଶାଢ଼ୀ ଓ ଡ୍ରେସ୍ ପିନ୍ଧିବେ। ସେଥିରେ ଥିବା ଆର୍ପନ୍ ର କଲାର୍ରେ ସମ୍ବଲପୁରୀ ଛିଟ ରହିବ।
ସେହିପରି ପୁରୁଷ ଡେପୁଟି ନର୍ସିଂ ସୁପରିଟେଣ୍ଡେଣ୍ଟଙ୍କ ଧଳା ଜାକେଟ୍ ର କଲାରରେ ରହିବ ସମ୍ବଲପୁରୀ ଛିଟ। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ହୋଇଛି।
Related posts:
ନବୀନଙ୍କ ବଡ଼ ପ୍ରତିକ୍ରିୟା: ବିଜେଡି ରାଜ୍ୟର ସ୍ବାର୍ଥ ପାଇଁ ଲଢ଼େଇ କରୁଥିଲାDecember 6, 2024
ଭିଜିଲାନ୍ସ ଜାଲରେ ଏସିଏଫ୍December 6, 2024
ଅପହରଣ ପରେ ହତ୍ଯା କଲେ ମାଓବାଦୀDecember 5, 2024
ସର୍ବସାଧାରଣ ସ୍ଥାନରେ ଗୋମାଂସ ବିକ୍ରି ଓ ଖାଇବାରେ କଟକଣାDecember 5, 2024
ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନDecember 5, 2024
ନୌସେନା ଦିବସ ଉଦଘାଟନ କଲେ ରାଷ୍ଟ୍ରପତିDecember 4, 2024