ରାଜ୍ୟ

ଫେବ୍ରୁଆରୀ ୮ରେ ମିଳିବ ସୁଭଦ୍ରା ଟଙ୍କା

0
(0)

ମହିଳାଙ୍କ ପାଇଁ ଖୁସି ଖବର। କାରଣ ଫେବ୍ରୁଆରୀ ୮ ତାରିଖରେ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ ଟଙ୍କା। ଯାଜପୁରରୁ ଏହାର ଉଭାରମ୍ଭ କରି ମହିଳାଙ୍କୁ ଆକାଉଣ୍ଟକୁ ପଠାଯିବ ଟଙ୍କା।

ତେବେ ଏହି ପର୍ୟ୍ୟାୟରେ ୨୦ ଲକ୍ଷ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା।

କିଛି ଟେକ୍ନିକାଲ ତ୍ରୁଟି ଯୋଗୁଁ ଅନେକ ମହିଳାଙ୍କୁ ଟଙ୍କା ମିଳିପାରିନାହିଁ। ବ୍ୟାଙ୍କର ଏନପିସିଆଇରେ ସମସ୍ୟାରେ ଥିବାରୁ ମଧ୍ୟ ସମସ୍ରା ହୋଇଛି। କିନ୍ତୁ ହେଉଁ ହତାଧିକାରୀଙ୍କ ଏନପିସିଆଇରେ ସମସ୍ୟା ଅଛି ସେମାନେ କିନ୍ତୁ ଟଙ୍କା ପାଇବାକୁ ଯୋଗ୍ୟ । ସେଥିପାଇଁ ଚିନ୍ତା କରିବାର କିଛି ଚିନ୍ତା ନାହିଁ ବୋଲି ସୁନିଶ୍ଚିତ କରିଛନ୍ତି ପ୍ରଭାତୀ ପରିଡା।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE