୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୭ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ସୂଚନା ଅନୁଯାୟୀ ସକାଳ ୧୧ଟା ୨୫ ମିନିଟ୍ ସମୟରେ ସେ ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିବେ। ଏଠାରୁ କଡ଼ା ସୁରକ୍ଷା ମଧ୍ୟରେ ଜନତା ମଇଦାନକୁ ଯିବେ। ସେଠାରେ ବିଭିନ୍ନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବେ। ସେହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୨ଟାରୁ ୧ଟା ଯାଏ ଉପସ୍ଥିତ ରହିବେ। ଅପରାହ୍ଣ ୩ଟା ୨୫ ମିନିଟ ସମୟରେ ନୂଆଦିଲ୍ଲୀ ଫେରିଯିବେ ବୋଲି ଜଣାଯାଇଛି।
Related posts:
ଆଜି ବି ଖାଡ଼ା ଉପାସରେ ମହାପ୍ରଭୁ ଲିଙ୍ଗରାଜJanuary 15, 2025
ବିସ୍କୁଟ ପ୍ୟାକେଟରେ ୪ କୋଟିର ନିଶାJanuary 15, 2025
କେନ୍ଦୁଝର ପାଇଁ ବଡ଼ ଘୋଷଣା , ନିର୍ମାଣ ହେବ ମେଗା ଷ୍ଟିଲ ପ୍ଲାଣ୍ଟJanuary 15, 2025
ଜନସାଧାରଣଙ୍କ ପାଇଁ ଖୋଲିଲା ରାଜଭବନ ଉଦ୍ୟାନJanuary 14, 2025
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀରJanuary 14, 2025
ଚେତାବନୀ ଦେଲେ ଯୋଗାଣ ଅଧିକାରୀଙ୍କୁJanuary 13, 2025