ସ୍ୱାୟତ୍ତ ଶାସନ ଦିବସ ପାଳନ; ମେୟର ଆଣିଲେ ଅପମାନ ଅଭିଯୋଗ, କଟକରେ ଦୁଇ ଗୋଷ୍ଠୀ ମୁହାଁମୁହିଁ
ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ପାଳିତ ହୋଇଛି ସ୍ୱାୟତ୍ତ ଶାସନ ଦିବସ ୨୦୨୪। ବିଏମସିର ମୁଖ୍ୟ କାର୍ଯ୍ୟାଳୟରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ ମେୟର ସୁଲୋଚନା ଦାସ।ଅନ୍ୟପଟେ ଲୋକସେବା ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସରେ ମେୟର ଆଣିଛନ୍ତି ଅସମ୍ମାନ ଅଭିଯୋଗ ।
ନିମନ୍ତ୍ରଣ କରି ଚେୟାର ନଦେବା ଘଟଣା ଦୁଃଖଦାୟକ କହିଛନ୍ତି ମେୟର ସୁଲୋଚନା ଦାସ ।ବିଏମସି ମେୟରଙ୍କୁ ଅପମାନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ । ଏହି କାର୍ଯ୍ୟକ୍ରମ ବିଭାଗୀୟ ଅଧିକାରୀମାନେ କରିଛନ୍ତି। ସମସ୍ତ ପୌର ପରିଷଦ ଓ ମହାନଗର ନିଗମରେ ସ୍ୱତନ୍ତ୍ର ଭାବରେ କାର୍ଯ୍ୟକ୍ରମ ପାଳନ ହେଉଛି ।
ସେହିପରି କଟକ ସ୍ୱାୟତ୍ତ ଶାସନ ଦିବସରେ ବିଜେଡି-ବିଜେପି ମୁହାଁମୁହିଁ । କଟକ ବକ୍ସିବଜାର ଛକରେ ବକ୍ସି ଜଗବନ୍ଧୁଙ୍କ ମୂର୍ତ୍ତି ଅନାବରଣ ବେଳେ ମୁହାଁମୁହିଁ ହୋଇଛନ୍ତି ବିଜେଡି ଓ ବିଜେପି କର୍ମୀ ।
Related posts:
ଆଜି ବି ଖାଡ଼ା ଉପାସରେ ମହାପ୍ରଭୁ ଲିଙ୍ଗରାଜJanuary 15, 2025
ବିସ୍କୁଟ ପ୍ୟାକେଟରେ ୪ କୋଟିର ନିଶାJanuary 15, 2025
କେନ୍ଦୁଝର ପାଇଁ ବଡ଼ ଘୋଷଣା , ନିର୍ମାଣ ହେବ ମେଗା ଷ୍ଟିଲ ପ୍ଲାଣ୍ଟJanuary 15, 2025
ଜନସାଧାରଣଙ୍କ ପାଇଁ ଖୋଲିଲା ରାଜଭବନ ଉଦ୍ୟାନJanuary 14, 2025
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀରJanuary 14, 2025
ଚେତାବନୀ ଦେଲେ ଯୋଗାଣ ଅଧିକାରୀଙ୍କୁJanuary 13, 2025