ରାଜ୍ୟ

ଆଉ କିଛି ସମୟ ପରେ ଆରମ୍ଭ ହେବ ଲ୍ୟାଣ୍ଡଫଲ ପ୍ରକ୍ରିୟା

0
(0)

ଆରମ୍ଭ ହେବ ଲ୍ୟାଣ୍ଡଫଲ ପ୍ରକ୍ରିୟା । ଆନ୍ଧ୍ରପ୍ରଦେଶ କାକିନାଡ଼ାରେ ଅନୁଭୂତ ହେଲାଣି ବାତ୍ୟା ମୋନ୍ଥାର ପ୍ରଭାବ । ଘଣ୍ଟାପ୍ରତି ୧୫ କିମି ବେଗରେ ଆସୁଛି ।

ଆନ୍ଧ୍ରପ୍ରଦେଶ କାକିନାଡାର କୋନାସୀମାରେ ସ୍ଥଳଭାଗ ଅତିକ୍ରମ କରିବ । ଲ୍ୟାଣ୍ଡଫଲ୍ ସମୟରେ ପବନର ବେଗ ୧୦୦ରୁ ୧୧୦ କିମି ରହିପାରେ ।

ବର୍ତ୍ତମାନ ମଚ୍ଛଲିପଟ୍ଟନମ ଠାରୁ ୧୦୦କିଲୋମିଟର, କାକିନାଡାଠୁ ୧୮୦କିମି, ଗୋପାଳପୁରଠୁ ୫୦୦ କିମି ଦୂରରେ ଘନୀଭୂତ ରହିଛି ମୋନ୍ଥା । ମୋନ୍ଥା ପ୍ରଭାବରେ ବର୍ଷାର ପରିମାଣ ମଧ୍ୟ ବଢ଼ିବାରେ ଲାଗିଛି । ଆନ୍ଧ୍ରର ୩୦ଟି ବିଧାନସଭା କ୍ଷେତ୍ରରେ ବର୍ଷା ହୋଇଛି ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE