ରାଜ୍ୟ

ତୁହିନକାନ୍ତ ପାଣ୍ଡେ ହେଲେ ନୂଆ କେନ୍ଦ୍ର ଅର୍ଥ ସଚିବ

0
(0)

ବରିଷ୍ଠ IAS ଅଧିକାରୀ ତୁହିନକାନ୍ତ ପାଣ୍ଡେଙ୍କୁ କେନ୍ଦ୍ର ଅର୍ଥ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି କେନ୍ଦ୍ର ସରକାର।୨୦୧୯ ଅକ୍ଟୋବରରୁ କେନ୍ଦ୍ର ଅର୍ଥ ମନ୍ତ୍ରାଳୟର ଇନଭେଷ୍ଟମେଣ୍ଟ ଆଣ୍ଡ୍ ପବ୍ଲିକ୍ ଆସେଟ୍ ମ୍ୟାନେଜମେଣ୍ଟ ବିଭାଗ- DIPAM ସଚିବ ଅଛନ୍ତି ତୁହିନକାନ୍ତ। ସେ କେନ୍ଦ୍ର ଅର୍ଥ ସଚିବ ଭାବେ ଟିଭି ସୋମନାଥନଙ୍କ ସ୍ଥାନ ନେବେ। ୧୯୮୭ ବ୍ୟାଚ୍ ର ଓଡ଼ିଶା କ୍ୟାଡର୍ IAS ଅଫିସର୍ ତୁହିନକାନ୍ତ ପାଣ୍ଡେ ।

କେନ୍ଦ୍ରୀୟ ଡେପୁଟେସନ୍ ପୂର୍ବରୁ ଥିଲେ ଓଡ଼ିଶା ସରକାରଙ୍କ ପ୍ରମୁଖ ସଚିବ ଭାବେ ଦାୟିତ୍ବ ତୁଲାଇଛନ୍ତି । ତା ପୂର୍ବରୁ ସେ ଓଡ଼ିଶା ଷ୍ଟେଟ୍ ଫାଇନାନ୍ସ କର୍ପୋରେସନ- OSFCର ଏକ୍ଜିକ୍ୟୁଟିଭ୍ ଡାଇରେକ୍ଟର, ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ-OSICର ଏମ୍ଡି, ସମ୍ବଲପୁର ଜିଲ୍ଲାପାଳ ମଧ୍ୟ ଥିଲେ। ପ୍ଲାନିଂ କମିଶନ ଯୁଗ୍ମ ସଚିବ ଭାବେ ମଧ୍ୟ ଦାୟିତ୍ବ ତୁଲାଇଛନ୍ତି ତୁହିନକାନ୍ତ ।

How useful was this post?

Click on a star to rate it!

Average rating 0 / 5. Vote count: 0

No votes so far! Be the first to rate this post.

We are sorry that this post was not useful for you!

Let us improve this post!

Tell us how we can improve this post?

SHARE

Leave a Reply