କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଅସୁସ୍ଥ
କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଅସୁସ୍ଥ ହୋଇ ଦିଲ୍ଲୀ ଏମ୍ସରେ ସୋମବାର ବିଳମ୍ବିତ ରାତିରେ ଭର୍ତ୍ତି ହୋଇଛନ୍ତି। ମନ୍ତ୍ରୀ ଓରାମଙ୍କୁ ଏମ୍ସର ନ୍ୟୁ ପ୍ରାଇଭେଟ୍ ୱାର୍ଡରେ ଭର୍ତ୍ତି କରାଯାଇଛି ।
ଛାତି ରୋଗ ବିଭାଗର ମୁଖ୍ୟ ଡାକ୍ତର ଅନନ୍ତ ମୋନହଙ୍କ ତତ୍ତ୍ୱାବଧାନରେ ସେ ଚିକିତ୍ସିତ ହେଉଛନ୍ତି। ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି।ନିକଟରେ ତାଙ୍କ ପତ୍ନୀ ଡେଙ୍ଗୁରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି ।
କେନ୍ଦ୍ରମନ୍ତ୍ରୀ ବି ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ହୋଇଥିଲେ ଭର୍ତ୍ତି ହୋଇଥିଲେ ।
Related posts:
ବର୍ଷାରେ ଭୁଶୁଡ଼ିଲା ଦୁର୍ଗା ପୂଜା ଲାଇଟ ଗେଟ୍October 6, 2024
ବିଜେଡି ନେତାଙ୍କୁ ୨୪ କୋଟି ୨୧ ଲକ୍ଷ ଟଙ୍କାରOctober 6, 2024
ରବିବାରଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀOctober 6, 2024
ଡିସେମ୍ବର ୧୫ରୁ କୋଣାର୍କ ଇକୋ ରିଟ୍ରିଟ୍October 6, 2024
୧୬,୦୦୯ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଦେଲେ ନିଯୁକ୍ତିପତ୍ରOctober 5, 2024
ଭୁବନେଶ୍ଵରରେ କିସ୍ନା ଡାଇମଣ୍ଡ ଆଣ୍ଡ୍ ଗୋଲ୍ଡ ଜୁଏଲାରୀର ପ୍ରଥମ ଏକ୍ସକ୍ୟୁସିଭ ଶୋ’ରୁମ୍ର ଶୁଭାରମ୍ଭOctober 5, 2024