ପୁଣି ଭିଜିଲାନ୍ସ ସ୍କାନରରେ ସରକାରୀ ବାବୁ
ଭିଜିଲାନ୍ସ ଜାଲରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ। ଛତ୍ରପୁର ସରକାରୀ କାର୍ଯ୍ୟାଳୟ, ବ୍ରହ୍ମପୁର ସହରର ରାମକୃଷ୍ଣନଗର ଓ ପୋଲସରା ବାସଭବନରେ ଏକାକାଳୀନ ରେଡ କରାଯାଇଛି।
Related posts:
ଆଜି ବି ଖାଡ଼ା ଉପାସରେ ମହାପ୍ରଭୁ ଲିଙ୍ଗରାଜJanuary 15, 2025
ବିସ୍କୁଟ ପ୍ୟାକେଟରେ ୪ କୋଟିର ନିଶାJanuary 15, 2025
କେନ୍ଦୁଝର ପାଇଁ ବଡ଼ ଘୋଷଣା , ନିର୍ମାଣ ହେବ ମେଗା ଷ୍ଟିଲ ପ୍ଲାଣ୍ଟJanuary 15, 2025
ଜନସାଧାରଣଙ୍କ ପାଇଁ ଖୋଲିଲା ରାଜଭବନ ଉଦ୍ୟାନJanuary 14, 2025
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀରJanuary 14, 2025
ଚେତାବନୀ ଦେଲେ ଯୋଗାଣ ଅଧିକାରୀଙ୍କୁJanuary 13, 2025